ଭିଜିଲାନ୍ସ ଜାଲରେ ଜଳସଂପଦ ବିଭାଗ ଯନ୍ତ୍ରୀ, ଘରୁ ବାହାରିଲା ପୁଳା ପୁଳା ଟଙ୍କା
ମାର୍ଶାଘାଇ : ଭିଜିଲାନ୍ସ ଜାଲରେ ଜଳସଂପଦ ବିଭାଗର କୋଟିପତି ଯନ୍ତ୍ରୀ । ଘରୁ ବାହାରିଲା ପୁଳା ପୁଳା ଟଙ୍କା । ନଗଦ ସାଢ଼େ ୪ ଲକ୍ଷ ଟଙ୍କା ଜବତ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଇରିଗେସନ ସବ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କର ଭୁବନେଶ୍ବରରେ ଗୋଟିଏ ଓ ଚୌଦ୍ବାରରେ ଗୋଟିଏ ବହୁତଳ କୋଠା ରହିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବିଭିନ୍ନ ଠିକଣାରେ ଚାଲିଛି ଭିଜିଲାନସ ଚଢାଉ । ରେଡ ବେଳେ ବହୁ […]













