ଜାତୀୟ

‘ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ’ର ୨୦ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀ

ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ’ର ୨୦ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ରମନ୍ତ୍ରୀ   ଜାତି କି ଧର୍ମ ନୁହେଁ, ପ୍ରତ୍ୟେକ ଭାରତୀୟଙ୍କ ପ୍ରଚେଷ୍ଟାରେ ‘ବିକଶିତ ଭାରତ’ର ସ୍ୱପ୍ନ ହେବ ସାକାର – ଧର୍ମେନ୍ଦ୍ର ପ୍ରଧାନ ସମ୍ବିଧାନ ହିଁ ଦେଶର ସଂଖ୍ୟାଲଘୁମାନଙ୍କୁ ସମ୍ମାନର ସହ ଜୀବନ ଯାପନ କରିବାର ଅଧିକାର ଦେଇଛି ଶିକ୍ଷା ମାଧ୍ୟମରେ ସଂଖ୍ୟାଲଘୁମାନଙ୍କ ଜୀବନରେ ଉନ୍ନତି ଆଣିବା ପାଇଁ ଜାତୀୟ ସଂଖ୍ୟାଲଘୁ ଶିକ୍ଷାନୁଷ୍ଠାନ ଆୟୋଗ ଗଠନ କରାଯାଇଥିଲା ଆମ ପାଇଁ କୌଣସି ଜାତି କିମ୍ବା ଧର୍ମ ନାହିଁ […]

ଜାତୀୟ

ମହାକୁମ୍ଭ ମେଳା ଅବସରରେ ରେଳବାଇରେ ମାଗଣା ଯାତ୍ରା ସମ୍ବନ୍ଧରେ ସ୍ପଷ୍ଟିକରଣ

ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଲାଗି ଯାତ୍ରୀମାନେ ରେଳପଥରେ ମାଗଣା ଯାତ୍ରା କରିପାରିବେ ବୋଲି କିଛି ଗଣମାଧ୍ୟମ ଦ୍ୱାରା ପ୍ରକାଶିତ ଖବରକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି । ଏପ୍ରକାର ଖବର ମିଥ୍ୟା ଓ ବିଭ୍ରାନ୍ତିକର ବୋଲି ରେଳବାଇ ପକ୍ଷରୁ କୁହାଯାଇଛି । ବିନା ଟିକେଟରେ ରେଳପଥରେ ଯାତ୍ରା କରିବା ଦଣ୍ଡନୀୟ ଅପରାଧ ବୋଲି ରେଳବାଇ ସୂଚାଇ ଦେଇଛି । ମହାକୁମ୍ଭ ମେଳା କିମ୍ବା ଅନ୍ୟ କୌଣସି ପର୍ବରେ ରେଳପଥରେ ମାଗଣା ଯାତ୍ରା କରିବା ଲାଗି କୌଣସି ବ୍ୟବସ୍ଥା […]

Press Release

ପୋଲାଭରମ ପ୍ରସଙ୍ଗ ମାଲକାନଗିରି ଜିଲ୍ଲାର ସ୍ବାର୍ଥରକ୍ଷା ପାଇଁ ବିଜେଡି ସ୍ବରକୁ ଶାଣିତ କରିବ

ପୋଲାଭରମ ପ୍ରସଙ୍ଗ ମାଲକାନଗିରି ଜିଲ୍ଲାର ସ୍ବାର୍ଥରକ୍ଷା ପାଇଁ ବିଜେଡି ସ୍ବରକୁ ଶାଣିତ କରିବ > ବିଜେଡି ପ୍ରତିନିଧୂମଣ୍ଡଳୀ ନବୀନଙ୍କୁ ଭେଟି ଦିଲ୍ଲୀ ଗସ୍ତ ବିଷୟରେ ଅବଗତ କଲେ > କେନ୍ଦ୍ର ଅଧିକାରୀଙ୍କ କାର୍ଯ୍ୟାନୁଷ୍ଠାନ ପରେ ବିଜେଡିର ପଦକ୍ଷେପ > ଏକତରଫା ଭାବେ ପ୍ରକଳ୍ପର ଉଚ୍ଚତା ବୃଦ୍ଧି ଯୋଗୁ ମାଲକାନଗିରି ଜିଲ୍ଲା ପ୍ରତି ବିପଦ ବଢ଼ିଛି ଭୁବନେଶ୍ୱର, ୧୪/୧୨/୨୦୨୪: ପୋଲାଭରମ ପ୍ରକଳ୍ପକୁ ନେଇ ବିଜୁ ଜନତା ଦଳର ଯେଉଁ ପ୍ରତିନିଧ ମଣ୍ଡଳୀ ଦିଲ୍ଲୀ ଯାଇ ବିଭିନ୍ନ କେନ୍ଦ୍ର ଅଧିକାରୀଙ୍କୁ […]

କଳା ଓ ସଂସ୍କୃତି କେନ୍ଦୁଝର

କେନ୍ଦୁଝର ରେ ଆୟୋଜିତ ସର୍ବଭାରତୀୟ ସାନ୍ତାଳୀ ଲେଖକ (ଓଡ଼ିଶା ଶାଖା) ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ୧୭ ଡିସେମ୍ବର ୨୦୨୪

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଓଡିଶା ଶାଖାର ସପ୍ତମ ବାର୍ଷିକ ସମ୍ମିଳନୀ ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ ସାନ୍ତାଳୀ ଭାଷା ତଥା ଅଲ୍‌ଚିକି ଲିପିରେ ଶିକ୍ଷାକୁ ପ୍ରାଧାନ୍ୟ ଦେବା ପାଇଁ ସାନ୍ତାଳୀ ଲେଖକ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ KG ରୁ PG ପର୍ଯ୍ୟନ୍ତ ସାନ୍ତାଳୀ ଭାଷାରେ ଶିକ୍ଷା ପ୍ରଦାନ ନିମନ୍ତେ ସରକାର ଚିନ୍ତା କରୁଛନ୍ତି ଭୁବନେଶ୍ୱର 1୭.12.2024 KG […]

ବିଜେଡି ରାଜନୀତି

ପୋଲାଭରମ ପ୍ରକଳ୍ପ ବିରୋଧ ରେ କେନ୍ଦ୍ର ସରକାରଙ୍କୁ ଦାବିପତ୍ର ଦେବା ପରେ ଶ୍ରୀ ଦେବୀପ୍ରସାଦ ମିଶ୍ର ଙ୍କ ନେତୃତ୍ୱରେ ବିଜେଡି ପ୍ରତିନିଧିଦଳ ନବୀନ ନିବାସ ରେ ବିଜେଡି ସଭାପତି ନବୀନ ପଟନାୟକ ଙ୍କୁ ଭେଟି ଆଲୋଚନା କରୁଛନ୍ତି.

ଅର୍ଥନୀତି ଓଡ଼ିଶା ବ୍ୟବସାୟ ଓ ବାଣିଜ୍ୟ ଶିଳ୍ପ ଓ ଭିତ୍ତିଭୂମି

ରାଜ୍ୟରେ ସବୁଜ ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ପାଇଁ ଯୋଜନା ଓ ସଂଯୋଜନ ବିଭାଗ ଏବଂ ସିଇଇଡବ୍ଲ୍ୟୁ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର ତା-୧୭.୧୨.୨୦୨୪             ଓଡ଼ିଶା ସରକାରଙ୍କ ଯୋଜନା ଓ ସଂଯୋଜନ  ବିଭାଗ ଏବଂ ଶକ୍ତି, ପରିବେଶ ଓ ଜଳ ପରିଷଦ (ସିଇଇଡବ୍ଲ୍ୟୁ) ସହ ଏକ ବୁଝାମଣାପତ୍ର ଆଜି ସ୍ୱାକ୍ଷରିତ ହୋଇଯାଇଛି ।  ଏହି ବୁଝାମଣା ପତ୍ର ‘ଗ୍ରୀନ୍ ଓଡ଼ିଶା ଇନିସିଏଟିଭ୍’  ମାଧ୍ୟମରେ ଓଡ଼ିଶାର ସବୁଜ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବାରେ ସହାୟକ ହେବ । ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ମୁଖ୍ୟ ଶାସନ ସଚିବ  ଶ୍ରୀ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ତଥା […]

କ୍ରୀଡା

‘ଫିଟ୍ ଇଣ୍ଡିଆ ସାଇକ୍ଲିଂ ଡ୍ରାଇଭ୍’କୁ ପତାକା ଦେଖାଇ ଶୁଭାରମ୍ଭ କଲେ ଡ. ମନସୁଖ ମାଣ୍ଡଭିୟ; ଭାରତର ୧୦୦୦ ସ୍ଥାନରେ କାର୍ଯ୍ୟକ୍ରମ ଆୟୋଜିତ

୧୭.୧୨.୨୦୨୪: ମେଜର ଧ୍ୟାନଚାନ୍ଦ ନ୍ୟାସନାଲ ଷ୍ଟାଡିୟମରେ ଆଜି ସକାଳେ ‘ଫିଟ୍ ଇଣ୍ଡିଆ ସାଇକ୍ଲିଂ ଡ୍ରାଇଭ୍’ର ଶୁଭାରମ୍ଭ ସହ ଫିଟ୍ ଇଣ୍ଡିଆ ଅଭିଯାନ ଏକ ସୁସ୍ଥ ଓ ସବୁଜ ଭାରତ ଦିଗରେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି କରିଛି। କେନ୍ଦ୍ର ଯୁବ ବ୍ୟାପାର ଏବଂ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକ୍ଷା ନିଖିଲ ଖଡ଼ସେ, ମାନ୍ୟବର ସାଂସଦ ଶ୍ରୀ ତେଜସ୍ୱୀ ସୂର୍ଯ୍ୟଙ୍କ ସମେତ ପ୍ୟାରିସ୍ ପାରାଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା, ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୨୨ ସ୍ୱର୍ଣ୍ଣ ପଦକ ବିଜେତା ସିମରନ ଶର୍ମାଙ୍କ ସମେତନିତୁ […]

ଓଡ଼ିଶା ଭୁବନେଶ୍ୱର

ରାଜ୍ୟସ୍ତରୀୟ ଇ-ଗଭର୍ଣ୍ଣାନ୍ସ କର୍ମଶାଳା ଓ କୃତ୍ରିମ ବୁଦ୍ଧିମତା ପ୍ରଦର୍ଶନୀ ଉଦଘାଟିତ

୨୦୨୫ ମସିହା ପାଇଁ ପ୍ରସ୍ତୁତ ପ୍ରୋଜେକ୍ଟ ପ୍ରୋଫାଇଲ୍ ଉନ୍ମୋଚିତ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରାଯିବା ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ ଭୁବନେଶ୍ୱର ତା-୧୬.୧୨.୨୦୨୪ ରାଜ୍ୟ ସୂଚନା ବିଜ୍ଞାନ କେନ୍ଦ୍ର (ଏନ.ଆଇ.ସି.), ଓଡ଼ିଶା ଠାରେ ଆୟୋଜିତ ତ୍ରିଦିବସୀୟ ଇ – ଗଭର୍ଣ୍ଣାନ୍ସ କର୍ମଶାଳା ଆଜି ଉଦଘାଟିତ ହୋଇଯାଇଛି । ଏହି ଅବସରରେ ଏନ.ଆଇ.ସି.ର ଯୁବ ବୈଜ୍ଞାନିକମାନେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଅର୍ଥାତ କୃତ୍ରିମ ବୁଦ୍ଧିମତ୍ତାକୁ ବ୍ୟବହାର କରି ବିଭିନ୍ନ ମଡେଲ […]

କଟକ କଟକ ଜାତୀୟ

ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂ ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ

ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂ ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ   କଟକ କାର୍ଯ୍ୟକ୍ରମରେ ଯୋଗ ଦେବ ଓଡିଶା ସାଇକେଲିଂ ସଂଘ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡାମନ୍ତ୍ରୀ ଡ. ମନସୁଖ ମାଣ୍ଡଭିୟ ନୂଆଦିଲ୍ଲୀରେ ମଙ୍ଗଳବାର ଦିନ ଫିଟ ଇଣ୍ଡିଆ ସାଇକେଲିଂକୁ ଉଦଘାଟନ କରିବେ । ସେହିଦିନ ଜଗତପୁରସ୍ଥିତ ସ୍ପୋର୍ଟସ ଅଥରିଟି ଅଫ ଇଣ୍ଡିଆ (ସାଇ) ନେସନାଲ ସେଂଟର ଅଫ ଏକ୍ସେଲେନ୍ସ ପକ୍ଷରୁ ସାଇକେଲ ଚାଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । […]

LOKA SAMACHAR @2026. All Rights Reserved || Developed By CBSPL