ଅସ୍ତ୍ର ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ଛତିଶଗଡ଼, ମହାରାଷ୍ଟ୍ର, ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଏବଂ ଆସାମର ଲୋକମାନଙ୍କୁ ଛତିଶଗଡ଼ ଜଗଦଲପୁରଠାରେ ସାକ୍ଷାତ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ
ଅସ୍ତ୍ର ଛାଡ଼ି ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ଛତିଶଗଡ଼, ମହାରାଷ୍ଟ୍ର, ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଏବଂ ଆସାମର ଲୋକମାନଙ୍କୁ ଛତିଶଗଡ଼ ଜଗଦଲପୁରଠାରେ ସାକ୍ଷାତ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନକ୍ସଲ ପ୍ରଭାବିତ ଅଞ୍ଚଳରେ ୧୫ ହଜାରରୁ ଅଧିକ ଘର ନିର୍ମାଣ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି ନକ୍ସଲ ପ୍ରଭାବିତ ଅଞ୍ଚଳରେ ପ୍ରତ୍ୟେକ ପରିବାରକୁ ଗୋଟିଏ ଗାଈ କିମ୍ବା ମଇଁଷି ଯୋଗାଇ ଦେଇ ଏକ ଦୁଗ୍ଧ […]













