ଗଞ୍ଜାମ

ଗଞ୍ଜାମ ସ୍ଥିତ ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟ, ର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍ଘାଟନ ହୋଇଯାଇଛି।

ଗଞ୍ଜାମ: ଡ଼ିସେମ୍ବର 7 (ଶବର କୁମାର ତରାଇ )ଗଞ୍ଜାମ ସ୍ଥିତ ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟ, ର ବାର୍ଷିକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦ୍ଘାଟନ ହୋଇଯାଇଛି। ଉଦ୍ଘାଟନ ଉତ୍ସବର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଇ ସ୍ଥାନୀୟ କାନାରା ବ୍ୟାଙ୍କର ମହାପ୍ରବନ୍ଧକ ମାନସୀ ଭୌମିକ ଛାତ୍ରୀଙ୍କୁ କ୍ରୀଡା ଆଭିମୁଖ୍ୟ ଉଦବୋଧନ ଦେଇଥିଲେ l , । ଯଶୋଦା ମହିଳା ଡିଗ୍ରୀ ମହାବିଦ୍ୟାଳୟ ତରଫରୁ ପ୍ରତିବର୍ଷ ଏହି ପ୍ରତିଯୋଗିତା ଆୟୋଜନ କରାଯାଉଥିବାରୁ ମହାବିଦ୍ୟାଳୟର ପରିଚାଳନା କମିଟି ସଭାପତି […]

ଅର୍ଥନୀତି ଜାତୀୟ

ସାମାଜିକ ଏବଂ ମାନବ ବିଜ୍ଞାନରେ ଆଇସିଏସଏସଆର’ର ରିସର୍ଚ୍ଚ ଇଣ୍ଟର୍ନସିପ୍ ପ୍ରୋଗ୍ରାମ ଶୁଭାରମ୍ଭ

  ସାମାଜିକ ଏବଂ ମାନବ ବିଜ୍ଞାନରେ ଆଇସିଏସଏସଆର’ର ରିସର୍ଚ୍ଚ ଇଣ୍ଟର୍ନସିପ୍ ପ୍ରୋଗ୍ରାମ ଶୁଭାରମ୍ଭ ଦୃଢ଼ ସାମାଜିକ ବିଜ୍ଞାନ ଗବେଷଣା ଭାରତୀୟତାର ସଭ୍ୟତାକୁ ସୁଦୃଢ଼ କରିବା ସହ ଭବିଷ୍ୟତ ପାଇଁ ପଥ ପ୍ରଶସ୍ତ କରୁଛି- ଧର୍ମେନ୍ଦ୍ର ପ୍ରଧାନ ବ୍ୟକ୍ତିଗତ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ସହ ଅନେକ ଦକ୍ଷ ଗବେଷକଙ୍କୁ ସୃଷ୍ଟି କରିବ ସାମାଜିକ ବିଜ୍ଞାନର ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପାଇଁ ଅନନ୍ୟ ସୁଯୋଗ ପ୍ରଦାନ କରିବ ସାମାଜିକ ବିଜ୍ଞାନ କ୍ଷେତ୍ରରେ ଗବେଷଣା ସାମାଜିକ ବିକାଶରେ ହେବ ସହାୟକ ଆଇସିଏସଏସଆର ରିସର୍ଚ୍ଚ […]

ଅର୍ଥନୀତି ଜାତୀୟ

୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଓ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

  ଓଡ଼ିଶାରେ ଖୋଲିବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ – ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲ୍ଲାର କୁଚିଣ୍ଡା, ଅନୁଗୋଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ […]

ଅର୍ଥନୀତି

ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନୂତନ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠାକୁ କ୍ୟାବିନେଟ୍ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ନବୋଦୟ ବିଦ୍ୟାଳୟ ଯୋଜନା (କେନ୍ଦ୍ରୀୟ କ୍ଷେତ୍ର ଯୋଜନା) ଅଧୀନରେ ଦେଶର ବିଭିନ୍ନ ଜିଲ୍ଲାରେ ୨୮ଟି ନବୋଦୟ ବିଦ୍ୟାଳୟ (ଏନଭି) ପ୍ରତିଷ୍ଠା କରିବାକୁ ମଞ୍ଜୁରୀ ଦେଇଛି। ଏହି ୨୮ଟି ଏନଭିର ତାଲିକା ଅନୁଚ୍ଛେଦରେ ପ୍ରଦାନ କରାଯାଇଛି। ୨୦୨୪-୨୫ରୁ ୨୦୨୮-୨୯ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ମଧ୍ୟରେ ୨୮ଟି ଏନଭି ପ୍ରତିଷ୍ଠା ପାଇଁ ମୋଟ ୨୩୫୯.୮୨ କୋଟି ଟଙ୍କାର ପାଣ୍ଠି ର ଆବଶ୍ୟକତା ରହିଛି। ଏଥିରେ […]

ଜାତୀୟ

ସାଙ୍କେତିକ ଭାଷା ପାଇଁ ପିଏମ ଇ-ବିଦ୍ୟା ଡିଟିଏଚ ଚ୍ୟାନେଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଯୋଗାଯୋଗ ପାଇଁ ଶବ୍ଦ ଏକମାତ୍ର ମାଧ୍ୟମ ନୁହେଁ – ଧର୍ମେନ୍ଦ୍ର ପ୍ରଧାନ

  ସାଙ୍କେତିକ ଭାଷା ପାଇଁ ପିଏମ ଇ-ବିଦ୍ୟା ଡିଟିଏଚ ଚ୍ୟାନେଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଯୋଗାଯୋଗ ପାଇଁ ଶବ୍ଦ ଏକମାତ୍ର ମାଧ୍ୟମ ନୁହେଁ – ଧର୍ମେନ୍ଦ୍ର ପ୍ରଧାନ ସମସ୍ତଙ୍କ ପାଇଁ ସମାନ ସୁଯୋଗ ନିଶ୍ଚିତ କରିବାରେ ସାଙ୍କେତିକ ଭାଷା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଏ ବଧିର ପିଲାଙ୍କ ଦକ୍ଷତା ପ୍ରଶିକ୍ଷଣ, ମାନସିକ ସ୍ୱାସ୍ଥ୍ୟ, ଶ୍ରେଣୀ ଭିତ୍ତିକ ପାଠ୍ୟଖସଡା ଓ ଯୋଗାଯୋଗ କ୍ଷେତ୍ରରେ ହେବ ସହାୟକ ପିଏମ ଇ-ବିଦ୍ୟା ଡିଟିଏଚ ୨୪ ଘଣ୍ଟିଆ ଚ୍ୟାନେଲ ନମ୍ବର -୩୧ ବଧିର ପିଲାଙ୍କ […]

ଗଞ୍ଜାମ

କାରରେ ଆସୁଥିବା କ ବ୍ୟବସାୟୀଙ୍କ ଉପରେ ଗୁଳିମାଡ଼ : ଅଳ୍ପକେ ବର୍ତ୍ତିଲେ ୪ ବ୍ୟବସାୟୀ, ଦୁଇ ଖୋଖା ଜବତ ସହ ତଦନ୍ତ କରୁଛି ପୋଲିସ

କାରରେ ଆସୁଥିବା କ ବ୍ୟବସାୟୀଙ୍କ ଉପରେ ଗୁଳିମାଡ଼ : ଅଳ୍ପକେ ବର୍ତ୍ତିଲେ ୪ ବ୍ୟବସାୟୀ, ଦୁଇ ଖୋଖା ଜବତ ସହ ତଦନ୍ତ କରୁଛି ପୋଲିସ | ଗଞ୍ଜାମ, ଡ଼ିସେମ୍ବର 5 (ଶବର କୁମାର ତରାଇ) ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ହୁମା ଓ ଋଷିକୁଲ୍ୟା ଜଳ ସେଚନ ଉପ ବିଭାଗ ଅଫିସ ମଧ୍ୟ୍ୟରେ ଜାତୀୟ ରାଜପଥରେ 16 ଗତକାଲି ବିଳମ୍ବିତ ରାତ୍ରରେ ବାଇକ ଆସି କାଜୁ ବ୍ୟବସାୟୀଙ୍କ ଉପରେ ଗୁଳିମାଡ଼ ହୋଇଥିବା ନେଇ ଅଭିଯୋଗ ହୋଇଛି […]

ଜ଼ିଲ୍ଲା

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ଡିସେମ୍ବର ୫, ୨୦୨୪) ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ସମାବର୍ତ୍ତନ ଦିବସ ଛାତ୍ରଛାତ୍ରୀଙ୍କ ଆଶାଜନକ ଭବିଷ୍ୟତର ମାର୍ଗ ଖୋଲିଥାଏ। ସେ ଛାତ୍ରଛାତ୍ରୀମାନଙ୍କୁ କହିଥିଲେ ଯେ, ସେମାନେ ବର୍ତ୍ତମାନ ଏକ ଭିନ୍ନ ପରିବେଶରେ ପ୍ରବେଶ କରୁଛନ୍ତି ଯେଉଁଥିରେ ସେମାନେ ବାସ୍ତବ ବୈଶ୍ବିକ ପରିସ୍ଥିତିରେ […]

ଜାତୀୟ

ମସ୍କୋରେ ଭିଟିବି ରୁଷିଆ କଲିଂ ଇନଭେଷ୍ଟମେଣ୍ଟ ଫୋରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ “ଇଣ୍ଡିଆ ଫାଷ୍ଟ” ନୀତି ଏବଂ “ମେକ୍ ଇନ୍ ଇଣ୍ଡିଆ” ପଦକ୍ଷେପକୁ ରାଷ୍ଟ୍ରପତି ପୁଟିନଙ୍କ ପ୍ରଶଂସା

  ମସ୍କୋରେ ଭିଟିବି ରୁଷିଆ କଲିଂ ଇନଭେଷ୍ଟମେଣ୍ଟ ଫୋରମରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ “ଇଣ୍ଡିଆ ଫାଷ୍ଟ”ନୀତି ଏବଂ’ମେକ୍ ଇନ୍ ଇଣ୍ଡିଆ” ପଦକ୍ଷେପକୁ ରାଷ୍ଟ୍ରପତି ପୁଟିନଙ୍କ ପ୍ରଶଂସା ଭାରତରେ ଉତ୍ପାଦନ କେନ୍ଦ୍ର ସ୍ଥାପନ ପାଇଁ ପୁଟିନଙ୍କ ଆଗ୍ରହ ଏସଏମଇଗୁଡ଼ିକର ଅଭିବୃଦ୍ଧି ପାଇଁ ଭାରତ-ରୁଷ ସହଯୋଗ ଉପରେ ପୁଟିନଙ୍କ ଗୁରୁତ୍ବ ଦକ୍ଷିଣ ବିଶ୍ୱ ଅର୍ଥନୀତିଗୁଡ଼ିକର ସହାୟତା ଲାଗି ବ୍ରିକ୍ସ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ବୋଲି କହିଲେ ରାଷ୍ଟ୍ରପତି ପୁଟିନ ‘୧୫ତମ ଭିଟିବି ରୁଷିଆ କଲିଂ ଇନଭେଷ୍ଟମେଣ୍ଟ ଫୋରମ୍ ଅବସରରେ ରୁଷ ରାଷ୍ଟ୍ରପତି […]

ଜାତୀୟ ରାଜନୀତି

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ● ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ● ମହାରାଷ୍ଟ୍ରରେ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ […]

ଜ଼ିଲ୍ଲା ଭୁବନେଶ୍ୱର

ଭୁବନେଶ୍ୱରଠାରେ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (୫ ଡିସେମ୍ବର ୨୦୨୪)ରେ ଓଡ଼ିଶାର ଭୁବନେଶ୍ୱରଠାରେ ନୂତନ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଠିକ୍ ସମୟରେ ନ୍ୟାୟ ନମିଳିବା ଅନ୍ୟାୟ ସହିତ ସମାନ। ବିଚାର ପ୍ରକ୍ରିୟା ସ୍ଥଗିତ ରଖାଯିବା ସଂସ୍କୃତି ଯୋଗୁଁ ଗରିବମାନେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି। ବାରମ୍ବାର ଅଦାଲତକୁ ଆସିବା ପାଇଁ ସେମାନଙ୍କ ପାଖରେ ଅର୍ଥ କିମ୍ବା ମାନବ ସମ୍ବଳ ନାହିଁ। ସମସ୍ତ ଅଂଶୀଦାରମାନେ ସାଧାରଣ ଲୋକଙ୍କ ସ୍ୱାର୍ଥରେ […]

LOKA SAMACHAR @2026. All Rights Reserved || Developed By CBSPL