ଖୋର୍ଦ୍ଧା ଭୁବନେଶ୍ୱର

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ହେବ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ ହେବ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଓଡ଼ିଶାରୁ ଭାଗନେବେ ସର୍ବମୋଟ୍ ୭୮ଜଣ କ୍ରୀଡ଼ାବିତ୍‌ ଭୁବନେଶ୍ୱର, ଡ଼ିସେମ୍ବର 4(ବ୍ୟୁରୋ): ଆସନ୍ତା ଡିସେମ୍ବର ୭ ତାରିଖ ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ଠାରେ ୩୯ତମ ଜାତୀୟ ଜୁନିୟର ଆଥଲେଟିକ୍ସ ଚମ୍ପିୟାନସିପ୍ ଅନୁଷ୍ଠିତ ହେବ। ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଭାଗ ନେଉଥିବାର ସୂଚନା ମିଳିଛି। ହରିୟାଣାରୁ […]

ଗଞ୍ଜାମ

ଗ୍ୟାସ ସିଲିଣ୍ଡର ବୋଝଇ ଟ୍ରକରେ ଲାଗିଲା ନିଆଁ –ଅଳ୍ପକେ ବର୍ତିଲେ ଡ୍ରାଇଭର

ଗଂଜାମ: ଗ୍ୟାସ ସିଲିଣ୍ଡର ବୋଝଇ ଟ୍ରକରେ ଲାଗିଲା ନିଆଁ –ଅଳ୍ପକେ ବର୍ତିଲେ ଡ୍ରାଇଭର — ଗଞ୍ଜାମ, ଡ଼ିସେମ୍ବର 4 (ଶବର କୁମାର ତରାଇ) ଗଞ୍ଜାମ ସହର ନିକଟରେ ଲକ୍ଷ୍ମୀପୁର ସୂର୍ଯ୍ୟନାରାୟଣ ପୁର ନିକଟସ୍ଥ ଷୋହଳ ନମ୍ବର ଜାତୀୟ ରାଜପଥରେ ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଟ୍ରକରେ ନିଆଁ ଲାଗିଯାଇଥିଲା l ଫଳରେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳ ରେ ଭୟ ର ବାତାବରଣ ସୃଷ୍ଟି ହୋଇଥିଲାl ଖବର ପାଇ ଘଟଣା ସ୍ଥଳରେ ଛତ୍ରପୁର ଦମକଳ ବାହିନୀ ପହଂଚି […]

ଗଞ୍ଜାମ

ଗଂଜାମ ଜ଼ିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ, ତରଫରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୪ ମହାସମାରୋହରେ ପାଳିତ ହୋଇ ଯାଇଛି ।

ଗଂଜାମଜ଼ିଲ୍ଲା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘ, ତରଫରୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୪ ମହାସମାରୋହରେ ପାଳିତ ହୋଇ ଯାଇଛି । ଛତ୍ରପୁର: ଡ଼ିସେମ୍ବର 4(ବ୍ୟୁରୋ) ବିଶ୍ୱ ଭିନ୍ନକ୍ଷମ ଦିବସ ଉପଲକ୍ଷେ ଏକ ଦିବ୍ୟାଙ୍ଗ ଜନଙ୍କ ଏକ ଶୋଭାଯାତ୍ରା ସକାଳ ୯ ଘଣ୍ଟା ସମୟରେ ଛତ୍ରପୁର ଉପର ବସ୍ ଷ୍ଟାଣ୍ଡ ଠାରୁ ଆରମ୍ଭ କରି ସମ୍ପୂର୍ଣ୍ଣ ସହର ପରିକ୍ରମା କରି ବିଭିନ୍ନ ପ୍ରକାରର ଭିନ୍ନକ୍ଷମ ସଚେତନତା ସ୍ଲୋଗାନ ଦେଇ ଛତ୍ରପୁର NAC କଲ୍ୟାଣ ମଣ୍ଡପ ଠାରେ ପହଂଚିଥିଲେ । […]

ପୁରୀ

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର୭୫ ତମ ବାର୍ଷିକ ଉତ୍ସବ ଅବସରରେମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ସର୍ବପ୍ରଥମେ ଏହି ପବିତ୍ର ମାଟିରୁ ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ପାଦପଦ୍ମରେ ପ୍ରଣିପାତ କରୁଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବ ଅବସରରେ ଆପଣମାନଙ୍କୁ ମୋର ଆନ୍ତରିକ ଶୁଭେଛା ଓ ଅଭିନନ୍ଦନ ଜଣାଉଛି। ଏହି ଅବସରରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ପ୍ରତିଷ୍ଠାତା ପଣ୍ଡିତ ଲିଙ୍ଗରାଜ ମିଶ୍ରଙ୍କୁ ପ୍ରଣାମ ଜଣାଉଛି। ବିଶେଷ କରି, କଲେଜର ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏହା ଏକ […]

ଅର୍ଥନୀତି ଜାତୀୟ ଜ଼ିଲ୍ଲା

ରେଳ ଜୋନ ପୁନର୍ଗଠନ ପ୍ରସଙ୍ଗରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ଓଡିଶାର ସାଂସଦ

ରେଳ ଜୋନ୍ ପୁନର୍ଗଠନ ପ୍ରସଙ୍ଗରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ● ଓଡିଶା ର ଆର୍ଥିକ ହିତକୁ ବଜାୟ ରଖାଯିବ,ପୂର୍ବତଟ ରେଳପଥରେ ପୂର୍ବପରି ୩ଟି ରେଳ ମଣ୍ଡଳ ରହିବ : କେନ୍ଦ୍ର ରେଳମନ୍ତ୍ରୀ ● ପ୍ରଧାନମନ୍ତ୍ରୀ ଙ୍କ ତୃତୀଅ କାର୍ଯ୍ୟକାଳରେ ଏବେ ସୁଦ୍ଧା ପ୍ରାୟ ୨୦ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପ ମଞ୍ଜୁର କରାଯାଇଛି : ଶ୍ରୀ ଅଶ୍ବିନୀ ବୈଷ୍ଣବ ● ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ପାଇଁ ପ୍ରାୟ ୭୫ ହଜାର କୋଟି […]

ପୁରୀ ସାପ୍ତାହିକ

ପୁରୀ ଶ୍ରୀ ମନ୍ଦିରରେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ପୁରୀ ଶ୍ରୀ ମନ୍ଦିରରେ ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ

ଅର୍ଥନୀତି ଜ଼ିଲ୍ଲା

ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ବର୍ତ୍ତମାନ ୫ ଜିଲ୍ଲାରେ ଧାନ କିଣା, ପର୍ଯ୍ୟାୟ କ୍ରମେ ଅନ୍ୟ ଜିଲ୍ଲାରେ ଆରମ୍ଭ ହେବ ଧାନ ସଂଗ୍ରହ

ଭୁବନେଶ୍ୱର- ୦୪.୧୨.୨୦୨୪ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି । ବର୍ତ୍ତମାନ ବରଗଡ଼, ନୂଆପଡା, ସମ୍ବଲପୁର, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଚାଲିଛି । ପ୍ରଯ୍ୟାୟକ୍ରମେ ଅନ୍ୟ ଜିଲ୍ଲାରେ ଏହି ଧାନ କିଣା ଆରମ୍ଭ କରାଯିବ । ଏଥିପାଇଁ ସମ୍ପୃକ୍ତ ଜିଲାରେ ବ୍ୟାପକ ପ୍ରସ୍ତୁତି ଯାରି ରହିଛି । ଏତଦବ୍ୟତୀତ ପଞ୍ଜିକୃତ ଚାଷୀ ମାନଙ୍କୁ ଆଗୁଆ ସୂଚନା ପ୍ରଦାନ ସହ ଟୋକନ ପ୍ରଦାନ କରାଯାଉଛି । ସୂଚନାଯୋଗ୍ୟ, ବର୍ତ୍ତମାନ […]

ଭୁବନେଶ୍ୱର

ନିଜ ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ….

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶା ନିଜ ବାସଭବନରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣିଲେ, ସମାଧାନର ଆଶ୍ବାସନା ଦେଲେ ଭୁବନେଶ୍ବର 03.12.2024 ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି । ଆଜି ସକାଳେ ତାଙ୍କ ବାସଭବନକୁ କିଛି ଲୋକ ସେମାନଙ୍କ […]

ଓଡ଼ିଶା ଖୋର୍ଦ୍ଧା ଭୁବନେଶ୍ୱର

ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର…

  ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ନୀଳାଦ୍ରି ବିହାର ଠାରେ ଆଦିମ ଅୱାର୍ ଜାରପା (ଆଦିବାସୀ ଦେବ ସ୍ଥଳି) ରେ ପାରମ୍ପରିକ ପୂଜାର୍ଚ୍ଚନା କରୁଛନ୍ତି । ନିକଟ ରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ,ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି । ୩ ଡିସେମ୍ବର ୨୦୨୪

LOKA SAMACHAR @2026. All Rights Reserved || Developed By CBSPL