ଓଡ଼ିଶା

ରାଜ୍ୟସଭା ନିର୍ବାଚନ: ଦିଲ୍ଲୀପ ରାୟ ହେଲେ ସ୍ୱାଧୀନ ପ୍ରାର୍ଥୀ, ବିଜେପି କରିବ ସମର୍ଥନ

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନରେ ବଡ଼ଖବର । ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ହେବେ ସ୍ୱାଧୀନ ପ୍ରାର୍ଥୀ । ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବର୍ତ୍ତମାନର ବିଜେପି ନେତା ଦିଲ୍ଲୀପ ରାୟ ସ୍ୱାଧୀନ ଭାବେ ନିଜ ପ୍ରାର୍ଥୀତ୍ୱ ନେଇ ପ୍ରକାଶ କରିବା ପରେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି ହୋଇଛି । ଏପିରିକି ଦିଲ୍ଲୀପ ରାୟ ଆସନ୍ତା ୫ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କ ଦାଖଲ କରିବା ନେଇ ସୂଚନା ମିଳିଛି । ବିଜେପି ପକ୍ଷରୁ ଦିଲ୍ଳୀପଙ୍କୁ ସମର୍ଥନ […]

ଓଡ଼ିଶା

ମନମୋହନ ସାମଲ ଓ ସୁଜିତ କୁମାର ବିଜେପିର ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର:  ଓଡ଼ିଶାରୁ ବିଜେପିର ରାଜ୍ୟସଭା ପ୍ରାର୍ଥୀ ତାଲିକା ଘୋଷଣା। ମନମୋହନ ସାମଲ ଓ ସୁଜିତ କୁମାରଙ୍କୁ ମିଳିଲା ସୁଯୋଗ। ଭାରତୀୟ ଜନତା ପାର୍ଟି ଓଡ଼ିଶାରୁ ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ନେତାଙ୍କ ନାମ ଚୂଡ଼ାନ୍ତ କରିଛି। ପାର୍ଟି ପକ୍ଷରୁ ଅଭିଜ୍ଞ ନେତା ମନମୋହନ ସାମଲ ଏବଂ ସୁଜିତ କୁମାରଙ୍କୁ ପ୍ରାର୍ଥୀ କରାଯାଇଛି। ଦଳର ସାଂଗଠନିକ ଶକ୍ତି ଏବଂ ଆଞ୍ଚଳିକ ପ୍ରତିନିଧିତ୍ୱକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ପଛରେ ରହିଛି ସାଂଗଠନିକ ଗୁରୁତ୍ବ […]

ଓଡ଼ିଶା

ଓଭରବ୍ରିଜ ଉପରୁ ଡେଇଁ ଯୁବକ ମୃତ

ବ୍ରହ୍ମପୁର : ଓଭରବ୍ରିଜ ଉପରୁ ତଳକୁ ଡେଇଁ ଯୁବକ ମୃତ । ସମସ୍ତ ଘଟଣା ସିସିଟିଭି କ୍ୟାମେରାରେ କଏଦ । ଗୋପାଳପୁର ଥାନା ଅନ୍ତର୍ଗତ ଖୋଡାସିଙ୍ଗି ଓଭରବ୍ରିଜ ଉପରୁ ତଳକୁ ଡେଇଁ ଜୋହନ ନାୟକ ନାମକ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ଗୌଡ଼ଗୋଠ ଗ୍ରାମର ବାସିନ୍ଦା ଜୋହନ ନାୟକ ସୋମବାର ସନ୍ଧ୍ୟା ୬ଟାରେ ଖୋଡାସିଙ୍ଗି ଓଭରବ୍ରିଜ ଦେଇ ବ୍ରହ୍ମପୁର ଅଭିମୁଖେ ଯାଉଥିଲେ । ଏହି ସମୟରେ ହଠାତ କୌଣସି କାରଣରୁ ଓଭରବ୍ରିଜରୁ […]

ଓଡ଼ିଶା

ଛେଳି ଚୋରକୁ ପିଟିପିଟି ମାରିଦେଲେ ଗ୍ରାମବାସୀ

ରାଇରଙ୍ଗପୁର: ଛେଳି ଚୋରକୁ ପିଟିପିଟି ହତ୍ୟା । ରାଇରଙ୍ଗପୁରର ତିରିଂ ଥାନା ଇନ୍ଦକୋଳି ଗାଁରେ ନୃଶଂସ ହତ୍ୟାକାଣ୍ଡ ହୋଇଛି । ଗାଁର ୪ଜଣ ଛେଳି ଚୋର ୨ଟି ବାଇକରେ ଆସି ଛେଳି ଚୋରି କରୁଥିବା ବେଳେ ମାଡ଼ିବସିଲେ ଲୋକେ । ୨ଜଣ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ୨ଜଣ ଲୋକଙ୍କ ହାବୁଡ଼ାରେ ପଡ଼ିଯାଇଥିଲେ । ଲୋକେ ଉଭୟଙ୍କୁ ନିସ୍ତୁକ ମାଡ଼ ମାରିବା ସହ ବାଇକ ଜାଳିଦେଲେ । ଖବରପାଇ ତିରିଂ ପୋଲିସ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି […]

ଓଡ଼ିଶା

ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଯୁବକଙ୍କୁ ମାରିଲା କିଏ ? ବିଲଡରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ଲିଙ୍ଗରାଜ ଷ୍ଟେସନର ଟ୍ରାକରୁ ବିଲଡରଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କଲା ଜିଆରପି ପୋଲିସ । ମୃତକ ହେଲେ ବୋତଣ୍ଡାର ପପୁ ବେହେରା । ଜମି ଓ ପ୍ଲଟ ବିକ୍ରି କାରବାର କରୁଥିଲେ ପପୁ । ଗତକାଲି ବିଳମ୍ବିତ ରାତିରେ ଟ୍ରାକରୁ ତାଙ୍କ ମୃତଦେହ ଉଦ୍ଧାର ପରେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ସେ […]

ଓଡ଼ିଶା

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି, ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ

ପୁରୀ : ଚନ୍ଦ୍ରଗ୍ରହଣ ପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଛି । ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀ ଜୀଉଙ୍କ ସୁନା ବେଶ ଅନୁଷ୍ଠିତ ସହ ଦୋଳ ବେଦୀ ଠାରେ ସ୍ୱତନ୍ତ୍ର ଦୋଳ ନୀତି ହେବ । ଚଳିତ ବର୍ଷ ଦିନ ବଦଳରେ ରାତିରେ ମହାପ୍ରଭୁଙ୍କ ସୁନା ବେଶ ଦର୍ଶନ କରିବେ ଭକ୍ତ ଶ୍ରଦ୍ଧାଳୁ । ମହଣ ମହଣ ସୁନା ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ରାତି ତମାମ ଭକ୍ତଙ୍କୁ ଦର୍ଶନ […]

ଓଡ଼ିଶା

୨୫ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି !

ପୁରୀ  : ମାର୍ଚ୍ଚ ୨୫ରୁ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି !। ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ଵପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ମାହେନ୍ଦ୍ର ବେଳା ଚୈତ୍ର ଶୁକ୍ଳ ସପ୍ତମୀ ତିଥିରେ ହେବ ଗଣତିମଣତି। ମଧ୍ୟାହ୍ନ ୧୨ଟା୧୨ମିନିଟରୁ ଦିନ ଗୋଟାଏ ୪୫ ମିନିଟ ମଧ୍ୟରେ ଆରମ୍ଭ ହେବ ଅଳଙ୍କାର ଗଣତି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହା ସ୍ଥିର ହେବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ତିନିଟି ପର୍ଯ୍ୟାୟରେ ହେବ ଅଳଙ୍କାର […]

ଓଡ଼ିଶା

ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇ ଫ୍ଲାଇଂ ସ୍କ୍ୱାଡ୍ ହାତରେ ଧରାପଡ଼ିଲେ ୩ ଶିକ୍ଷକ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ଧରାପଡିଲା ଶିକ୍ଷକଙ୍କ କାଣ୍ଡ। ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା ଅଭିଯୋଗରେ ଧରିଛି ଫ୍ଲାଇଂ ସ୍କ୍ବାଡ୍‌ । ମାଟ୍ରିକ ପରୀକ୍ଷା ସମୟରେ ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନର ଉତ୍ତର ଡାକୁଥିବା ବେଳେ ଫ୍ଲାଇଙ୍ଗ ସ୍କ୍ୱାଡ୍ ହାତରେ ଧରାପଡ଼ିଛନ୍ତି ୩ ଶିକ୍ଷକ। ଏଥିରେ ଜଣେ ପରୀକ୍ଷା କେନ୍ଦ୍ର ପରିଚାଳକ ଏବଂ ଦୁଇ ଜଣ ଶିକ୍ଷକ ଅଛନ୍ତି । ରାୟଗଡ଼ା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ […]

ଓଡ଼ିଶା

ହୋଲିରେ ଆଇନ ହାତକୁ ନେଲେ ନିଆଯିବା କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ। ହୋଲିରେ ମତୁଆଲା ହେବା ପାଇଁ ଏବେ ସମସ୍ତେ ପ୍ରସ୍ତୁତ। ରାଗ ରୁଷାକୁ ଭୁଲି ପରସ୍ପରକୁ ରଙ୍ଗ ଲଗାଇ ହୋଲି ଖେଳିବାର ମଜା ପ୍ରତ୍ୟେକ ଭାରତୀୟଙ୍କ ପାଇଁ ସ୍ଵତନ୍ତ୍ର ହୋଇଥାଏ। ହେଲେ ହୋଲିରେ କିଛି ବିଶୃଙ୍ଖଳା ମଧ୍ୟ ହୋଇଥାଏ। ହୋଲି ପାଳନ ବେଳେ ଆଇନଶୃଙ୍ଖଳା ବିଗିଡି଼ବାର ଆଶଙ୍କା ରହିଛି। ସାଙ୍ଗସାଥୀଙ୍କ ସହ ଭୋଜିଭାତ ଓ ସେଲିବ୍ରେସନରୁ ଗଣ୍ଡଗୋଳ, ଗୋଷ୍ଠୀ ସଂଘର୍ଷର ନଜିର୍ ରହିଛି। ଏକ ଆନନ୍ଦ ଓ ଉହ୍ଲାସର ପର୍ବରେ ଯେକୌଣସି […]

ଓଡ଼ିଶା

ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି, ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ୩୫ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ ରେକର୍ଡ ଭାଙ୍ଗିଲା ତାତି। ହୋଲିରେ ତାତି ଦେଖାଇବ ତାଉ, ଆହୁରି ବଢ଼ିବ ଖରା। ଏବେଠୁ ଡରେଇଲାଣି ଖରା । ଦିନ ଦଶଟା ପରେ ଘରୁ ବାହାରିଲେ ଦେହ ଜଳି ପୋଡି ଗଲାଭଳି ଲାଗୁଛି । ମାର୍ଚ୍ଚ ପହିଲାରୁ ଟାଏଁ ଟାଏଁ ଖରା ଅସ୍ତବ୍ୟସ୍ତ କଲାଣି । ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମଲହରି ଅବଧି ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ରବିବାର ଝାରସୁଗୁଡ଼ାରେ ଦିନ ତାପମାତ୍ରା ଥିଲା […]

LOKA SAMACHAR @2026. All Rights Reserved || Developed By CBSPL