ଜାତୀୟ

ଏଚପିଭି ଟୀକାକରଣ ଅଭିଯାନ ଆରମ୍ଭ; ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଜରାୟୁ କର୍କଟରୁ ମୁକ୍ତ ହେବେ ଦେଶର ଝିଅ । ସର୍ଭାଇକଲ କ୍ୟାନସରରୁ ସୁରକ୍ଷିତ ରଖିବା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ଐତିହାସିକ ପଦକ୍ଷେପ । ରାଜସ୍ଥାମର ଆଜମେର ଠାରେ ଦେଶବ୍ୟାପୀ ଏଚପିଭି ଟୀକାକରଣର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅଭିଯାନରେ ପ୍ରତିବର୍ଷ ଦେଶର ପ୍ରାୟ ଏକ କୋଟି ୧୫ ଲକ୍ଷ ୧୪ବର୍ଷରୁ କମ ବର୍ଷର ବାଳିକାଙ୍କୁ ଟିକା ପ୍ରଦାନ କରିବାକୁ ଲକ୍ଷ୍ୟ ରଖାଯାଇଛି । ଜରାୟୁ କର୍କଟ ଭଳି ବିପଦପୂର୍ଣ୍ଣ ରୋଗରୁ ସୁରକ୍ଷା […]

ଜାତୀୟ

ଇସ୍ରାଏଲ-ଇରାନ ଯୁଦ୍ଧରେ ସାମିଲ ହେଲା ଆମେରିକା

ଆମେରିକା : ଇସ୍ରାଏଲ- ଇରାନ ଯୁଦ୍ଧରେ ସାମିଲ ହେଲା ଆମେରିକା । ଅପରେସନ୍ ଏପିକ୍ ଫ୍ୟୁରୀରେ ଇସ୍ରାଏଲ ସହ ମିଶି ଇରାନ ଉପରେ କଲା ପ୍ରଚଣ୍ଡ ଆକ୍ରମଣ । ମିଳିତ ଆକ୍ରମଣରେ ଥରିଲା ତେହେରାନ। ସେପଟେ ଇରାନ୍ ଉପରେ ଆକ୍ରମଣ ପରେ ପ୍ରଥମ ପ୍ରତିକ୍ରିୟା ଦେଲେ ଟ୍ରମ୍ପ । ଆମେରିକାର ସୁରକ୍ଷା ଆମର ପ୍ରାଥମିକାତା । ଇରାନବାସୀ ସହଯୋଗ ମାଗିଥିଲେ । ଆମେ ସହଯୋଗ କରିଛୁ ବୋଲି କହିଛନ୍ତି ଟ୍ରମ୍ପ । ଅସ୍ତ୍ର ଛାଡ଼ି ଦିଅ, ନଚେତ୍ ମୃତ୍ୟୁ […]

ଜାତୀୟ

ଇରାନ ଉପରେ ଆକ୍ରମଣ କଲା ଇସ୍ରାଏଲ

ନୂଆଦିଲ୍ଲୀ : ମଧ୍ୟ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଇସ୍ରାଏଲ ଇରାନ ଉପରେ ଆକ୍ରମଣ କରିଛି । ଏନେଇ ସୂଚନା ଦେଇଛନ୍ତି ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ । ସମଗ୍ର ଦେଶରେ ଜରୁରୀକାଳୀନ ଘୋଷଣା ହୋଇଛି । ଇରାନର ରାଜଧାନୀ ତେହରାନରେ ଆକ୍ରମଣ ହୋଇଥିବା କୁହାଯାଉଛି । ପୂର୍ବରୁ ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ସ୍ଥିତି ରହିଥିବା ବେଳେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ମଧ୍ୟ ଏସିଆ ପାଇଁ ଚିନ୍ତାଜନକ ଖବର । ଆମେରିକା ମଧ୍ୟ ଗୋଟେ […]

ଜାତୀୟ

ବଲିଭିଆରେ ନୂଆ ନୋଟ ନେଇ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ, ୩୦ ଆହତ

ବଲିଭିଆ : ବଲିଭିଆରେ ବଡ଼ ପ୍ଲେନ କ୍ରାସ । ୧୫ ମୃତ, ୩୦ ଆହତ । ବଲିଭିଆ ବାୟୁସେନାର ବିମାନଟି ରାଜଧାନୀ ଲାପାଜ ନିକଟ ଏଲ ଅଲଟୋଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ନୂଆ ବ୍ୟାଙ୍କ ନୋଟ ନିଆଯାଉଥିଲା । ସାମରିକ ବିମାନଟି ସାନ୍ତା କ୍ରୁଜରୁ ଉଡ଼ାଣ ଭରିଥିଲା । ଲ୍ୟାଣ୍ଡିଂ ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇ ରନୱେରୁ ବାହାରି ଆଭେନ୍ୟୁକୁ ଖସି ଯାଇଥିଲା ବୋଲି ଜଣାଯାଇଛି । ଏଥିଯୋଗୁ ଆଭେନ୍ୟୁରେ ଥିବା ବହୁ ଗାଡ଼ି ନଷ୍ଟ […]

ଓଡ଼ିଶା

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ପ୍ରଭାତ ବିଶ୍ୱାଳ ବହିଷ୍କୃତ

ଭୁବନେଶ୍ୱର : ବିଜେଡିରୁ ବହିଷ୍କାର ହେଲେ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର ହେଲେ ପ୍ରଭାତ। ବିଜେଡିରୁ ବହିଷ୍କାର ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ତାଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କହିଛନ୍ତି। ଏନେଇ ଦଳର ଉପସଭାପତି ପ୍ରତାପ ଜେନା ଦଳୀୟ ଚିଠି ଜାରି କରିଛନ୍ତି। ଆଜି […]

ଓଡ଼ିଶା

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତାଙ୍କୁ କଂଗ୍ରେସର ସମର୍ଥନ

ଭୁବନେଶ୍ଵର: ରାଜ୍ୟସଭା ପ୍ରାର୍ଥୀ ଡା. ଦତ୍ତେଶ୍ବର ହୋତାଙ୍କୁ କଂଗ୍ରେସ ସମର୍ଥନ ଦେଉଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି, ସୋମବାର ନବୀନ ବାବୁଙ୍କ ସହ ମୋର ସାକ୍ଷାତ ଆଲୋଚନା ହୋଇଛି। ଜଣେ କମନ୍‌ କ୍ୟାଣ୍ଡିଡେଟ୍‌ ନେଇ ନବୀନଙ୍କ ସହ ଆଲୋଚନା ହୋଇଥିଲା। ନବୀନ ବାବୁ ଗୁରୁତ୍ବପୂର୍ଣ୍ଣ ଭୂମିକା ଓ ଉଚିତ ପଦକ୍ଷେପ ନେଇଛନ୍ତି । ନବୀନ ବାବୁ ଜଣେ କମନ କ୍ୟାଣ୍ଡିଡେଟ୍‌ ଦେବା ସ୍ବାଗତଯୋଗ୍ୟ । ଡାକ୍ତର ଦତ୍ତେଶ୍ବର ଜଣେ ଯୋଗ୍ୟ […]

ଓଡ଼ିଶା

କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

କଣ୍ଟାବାଞ୍ଜି : ପଶ୍ଚିମ ଓଡିଶାର ଗୁରୁତ୍ୱପୂର୍ଣ୍ଣ ସହର କଣ୍ଟାବାଞ୍ଜିରେ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ପାଇଁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖି ଜରୁରୀ ହସ୍ତକ୍ଷେପ ଅନୁରୋଧ କରିଛନ୍ତି। ପ୍ରେସ କ୍ଲବ କଣ୍ଟାବାଞ୍ଜି ପକ୍ଷରୁ ଏନେଇ ସାଂସଦଙ୍କୁ ଦାବିପତ୍ର ଦିଆଯାଇଥିଲା। ସାଂସଦ ନିଜର ସମର୍ଥନ ଜଣାଇ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି। ସାଂସଦ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, କଣ୍ଟାବାଞ୍ଜି ପୂର୍ବତଟ ରେଳପଥ ଅଧୀନରେ ପଶ୍ଚିମ ଓଡ଼ିଶାର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ। ଯେଉଁଠାରେ ଅନେକ ରେଳ […]

ଓଡ଼ିଶା

ଗୁଣି ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା, ଆତ୍ମସମର୍ପଣ କଲା ହତ୍ୟାକାରୀ

ରାଇରଙ୍ଗପୁର :  ଗୁଣି ଗାରେଡି ସନ୍ଦେହରେ ବୃଦ୍ଧାଙ୍କୁ ଘରେ ପଶି ବିଭତ୍ସ ହତ୍ୟା । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା କୁମ୍ଭୀରଦା ଗାଁରେ ଜଣେ ଅବିବାହିତା ବୃଦ୍ଧାଙ୍କୁ ଗୁଣି ଗାରେଡି ସନ୍ଦେହରେ ବିଭତ୍ସ ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ଘଟାଇ ହତ୍ୟାକାରୀ ଥାନାରେ ଆତ୍ମସମର୍ପଣ କରିଛି । ମୃତ ବୃଦ୍ଧା ଜଣକ ହେଲେ ଜବା ଟୁଡୁ । ଘରେ ସେ ଏକୁଟିଆ ରହୁଥିବା ସୁଯୋଗ ଦେଖି ସେହି ଗାଁର ଜୁଗୁ ମାର୍ଣ୍ଡି ତାଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା […]

ଓଡ଼ିଶା

ଘର ଆଗରେ ମୃତଦେହ ଛାଡ଼ି ପଳାଇଲେ କମ୍ପାନୀ ମାଲିକ, ଥାନାରେ ମାମଲା

ମାଲକାନଗିରି: ଘର ଆଗରେ ମୃତଦେହ ଛାଡ଼ି ପଳାଇଲେ କମ୍ପାନୀ ମାଲିକ । ଥାନାରେ ଏତଲା । ମାଲକାନଗିରି ଜିଲ୍ଲାର କାଲିମେଳା ଅଞ୍ଚଳରେ ଚାଞ୍ଚଲ୍ୟକର ଘଟଣା । ଦାଦନ ଖଟିବାକୁ କର୍ଣ୍ଣାଟକ ଯାଇଥିବା ଜଣେ ଶ୍ରମିକଙ୍କ ମୃତଦେହ ବିଳମ୍ବିତ ରାତିରେ ଘର ସମ୍ମୁଖରେ ଛାଡ଼ି ପଳାଇଗଲେ କମ୍ପାନୀ ମାଲିକ । ମୃତକ କାଲିମେଳା ଥାନା ଆମ୍ବାଗୁଡ଼ା ଗାଁର ପଦିଆ ମାଡ଼ି ।  ୪ ମାସ ପୂର୍ବେ କର୍ଣ୍ଣାଟକର ରାଘବେନ୍ଦ୍ର ବୋରୱେଲ ନାମକ ଘରୋଇ କମ୍ପାନିରେ କାମ କରିବାକୁ ଯାଇଥିଲେ । […]

ଓଡ଼ିଶା

ରାଧାକାନ୍ତ ବିଦ୍ୟାପୀଠର ୧୭ ଛାତ୍ରଛାତ୍ରୀଙ୍କୁ ଜଣ୍ଡିସ

ପିପିଲି: ଡରାଉଛି ଜଣ୍ଡିସ । ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । ଜଣକ ପରେ ଜଣେ ପାଖାପାଖି ୧୭ ଜଣ ଛାତ୍ରଛାତ୍ରୀ ଜଣ୍ଡିସ ରୋଗରେ ଆକ୍ରାନ୍ତ ହୋଇଛନ୍ତି । ବିଦ୍ୟାଳୟର ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ଖାଇବା ଓ ବିଶୁଦ୍ଧ ପାନୀୟ ଜଳ ନମିଳିବା କାରଣରୁ ପିଲାଙ୍କୁ ଏହି ରୋଗ ହୋଇଥିବା ଅଭିଯୋଗ ହୋଇଛି । ପୁରୀ ଜିଲ୍ଲା ଡେଲାଙ୍ଗ ଷ୍ଟେସନ ଠାରେ ଥିବା ରାଧାକାନ୍ତ ବିଦ୍ୟାପୀଠ । ଏଠାରେ ଷଷ୍ଠରୁ ଦଶମ ପର୍ଯ୍ୟନ୍ତ ମୋଟ ୫ଟି ଶ୍ରେଣୀରେ ୨୧୫ […]

LOKA SAMACHAR @2026. All Rights Reserved || Developed By CBSPL