ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍
ନୂଆଦିଲ୍ଲୀ : ଏଣିକି ଫୋନରେ ସିମ୍ ନଥିଲେ ଚାଲିବନି ହ୍ବାଟ୍ସଆପ୍ । କମ୍ପ୍ୟୁଟରରେ ୬ ଘଣ୍ଟାରେ ଥରେ ହୋଇଯିବ ଲଗଆଉଟ୍ । ଆସନ୍ତା ମାର୍ଚ୍ଚ ପହିଲାରୁ ଲାଗୁ ହେବ ନୂଆ ନିୟମ‘ସିମ୍ ବାଇଣ୍ଡିଂ’ ନିୟମ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି । ସିମ୍ କାର୍ଡ ନଥିଲେ ହ୍ୱାଟସଆପ୍, ଟେଲିଗ୍ରାମ୍ ଚାଲିବନି । ସିଗନାଲ୍ , ସ୍ନାପଚାଟ୍, ସେୟାରଚାଟ୍ ଭଳି ମେସେଜିଂ ଆପ୍ କାମ କରିବନି । ସାଇବର୍ ଠକେଇ ରୋକିବାକୁ ସରକାରଙ୍କ କଠୋର ନିୟମ । ହ୍ୟାକର୍ସ […]













