ଓଡ଼ିଶା

ମାଓବାଦୀଙ୍କ ଦ୍ବାରା ନିର୍ମିତ ୨୦ରୁ ଉର୍ଦ୍ଧ୍ବ ସହିଦ ସ୍ତମ୍ଭ ଭାଙ୍ଗିଲେ ଗ୍ରାମବାସୀ

ମାଲକାନଗିରି: ୨୦ରୁ ଉର୍ଦ୍ଧ୍ବ ସହିଦ ସ୍ତମ୍ଭଗୁଡିକୁ ଭାଙ୍ଗିଲେ ସ୍ଥାନୀୟ ଗ୍ରାମବାସୀ । ସ୍ୱାଭିମାନ ଅଂଚଳ, ମାଥିଲି, କାଲିମେଳା, ଖଇରପୁଟରେ ଭାଙ୍ଗିଲେ ସହିଦ ସ୍ତମ୍ଭ । ଗାଁଲୋକେ ସ୍ୱେଚ୍ଛାକୃତ ଭାବରେ ମାଓଗଡ଼ରେ ସ୍ଥାପିତ ମାଓବାଦୀଙ୍କ ସହିଦ ସ୍ମାରକ ସ୍ତମ୍ବକୁ ଭାଙ୍ଗି ନଷ୍ଟ କରିଦେଇ ଶାନ୍ତି ଏବଂ ବିକାଶ ଆଡ଼କୁ ପରିବର୍ତ୍ତନର ସଙ୍କେତ ଦେଇଛନ୍ତି । ଏହି ଅଂଚଳମାନଙ୍କରେ ନକ୍ସଲ ଗତିବିଧି କମିଥିବା ବେଳେ ଶାନ୍ତି ଫେରିଛି। ସରକାରଙ୍କ ତରଫରୁ ବିକାଶମୂଳକ କାର୍ଯ୍ୟ ତ୍ୱରାନ୍ୱିତ ହେଉଛି। ସୂଚନାଥାଉକି, ଗ୍ରାମବାସୀମାନେ ସାମୂହିକ […]

ଓଡ଼ିଶା

ଅଧିକୃତ ଜମି ଦଖଲ କଲେ ଜମି ମାଲିକ

ରାଜଗାଙ୍ଗପୁର : ଶିଳ୍ପ ଦ୍ୱାରା ଅଧିକୃତ ଜମି ଦାଖଲ କଲେ ଜମି ମାଲିକ। ଜମିରେ ଲାଲ ପତାକା ଉଡ଼ାଇବା ସହ ପ୍ରଶାସନ ଓ ଶିଳ୍ପ ସଂସ୍ଥାକୁ ଚ୍ୟାଲେଞ୍ଜ କରିଛନ୍ତି ବିଧାୟକ ଓ ଶତାଧିକ ଗ୍ରାମବାସୀ। ଗତ ଡିସେମ୍ବର ୧୩ରେ ଏକ ଶିଳ୍ପ ଦ୍ୱାରା ଲାଞ୍ଜିବେର୍ଣ୍ଣା ସ୍ଥିତ ଖଣି ସମ୍ପ୍ରସାରଣ ପାଇଁ ଖଣିକୁ ଲାଗି ୨୭.୫୧ ଏକର ଜମି ଅଧିଗ୍ରହଣ କରାଯାଇଥିଲା। କିନ୍ତୁ ଜମି ଅଧିଗ୍ରହଣ ବିରୁଦ୍ଧରେ ସେହି ଦିନରୁ ଜମି ମାଲିକ,୫ଟି ପଞ୍ଚାୟତ ବାସୀ ଓ ଆଖପାଖ […]

ଜାତୀୟ

DGCAର ନୂଆ ନିୟମ, ଟିକେଟ୍ କ୍ୟାନସଲ୍ କଲେ ମିଳିବ ପୂରା ରିଫଣ୍ଡ

ନୂଆଦିଲ୍ଲୀ : ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ଟିକେଟ୍ କ୍ୟାନ୍ସଲ୍ କଲେ ମିଳିବ ପୂରା ଟଙ୍କା । DGCA ଜାରି କଲା ନୂଆ ନିୟମ । ୪୮ ଘଣ୍ଟା ମଧ୍ୟରେ ଫ୍ରି କ୍ୟାନ୍ସଲ୍ । ୭ ଦିନରେ ମିଳିବ ରିଫଣ୍ଡ୍ । ଟିକେଟ୍ ବାତିଲ୍ ପାଇଁ ଆଉ ଦେବାକୁ ପଡ଼ିବନି ଅଧିକ ଚାର୍ଜ । ଭାରତୀୟ ବିମାନ ଚଳାଚଳ ନିୟାମକ ସଂସ୍ଥା ଖୁବ୍ ଶୀଘ୍ର ନୂଆ ନିୟମ ଲାଗୁ କରିବାକୁ ଯାଉଛି । ୪୮ […]

ଜାତୀୟ

ସୁନେତ୍ରା ପାୱର ହେଲେ ଏନସିପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ମହାରାଷ୍ଟ୍ର : ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ଅଜିତ ପାୱରଙ୍କ ପତ୍ନୀ ସୁନେତ୍ର ପାୱରଙ୍କୁ ଏନସିପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏହି ନିଷ୍ପତ୍ତି ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିବେସନ ଆରମ୍ଭରୁ ପ୍ରଫୁଲ ପଟେଲ ଭାବୁକ ହୋଇ ସମ୍ବୋଧନ କରିଥିଲେ । ଅଜିତ ପାଓ୍ବାରଙ୍କ ନିଧନ ପରେ ଅନେକ ପ୍ରକାରର ଚର୍ଚ୍ଚା ଚାଲିଥିଲା । ତେବେ ଅଧିବେସନରେ ସର୍ବସମ୍ମତିକ୍ରମେ ପାର୍ଟିର ନୂଆ ନେତ୍ତ୍ବରେ ନେଇ ଆଗକୁ […]

ଜାତୀୟ

ମାଲିକ ଘରେ ନକଲି ଇଡି ଚଢାଉ କଲା ଚାକରାଣୀ

ନୂଆଦିଲ୍ଲୀ : ଦିଲ୍ଲୀର ନ୍ୟୁ ଫ୍ରେଣ୍ଡସ୍ କଲୋନି ଅଞ୍ଚଳରେ ଏକ ଅଜବ ଘଟଣା । ଜଣେ ଚାକରାଣୀ ତାଙ୍କ ମାଲିକଙ୍କ ଘରେ ଏକ ନକଲି ED ଚଢାଉ କରିଛି । ଦିଲ୍ଲୀ ପୋଲିସ ଚାକରାଣୀ ଏବଂ ତାଙ୍କ ସହଯୋଗୀମାନଙ୍କୁ ଗିରଫ କରିଛି । ପୋଲିସ ପୋଷାକ, ଦାମୀ ଘରୋଇ ଜିନିଷପତ୍ର ଏବଂ ଅସ୍ତ୍ରଶସ୍ତ୍ର ଉଦ୍ଧାର କରାଯାଇଛି । ଖବର ମୁତାବକ, ଚାକରାଣୀ ସତର୍କତାର ସହିତ ଯୋଜନା କରି ଷଡ଼ଯନ୍ତ୍ରରେ ତାଙ୍କର ନିକଟତମ ସହଯୋଗୀମାନଙ୍କୁ ସାମିଲ କରିଥିଲେ । ସେ […]

ଜାତୀୟ

ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପ୍ରଥମ ବିଶ୍ୱନେତା ଭାବେ ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି । ଇନଷ୍ଟାଗ୍ରାମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରେକର୍ଡ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା କରିଛନ୍ତି । ୨୦୧୪ରେ ପ୍ରଧାନମନ୍ତ୍ରୀ ଇନଷ୍ଟାରେ ଯୋଗ ଦେଇଥିଲେ । ଗତ ୧୨ ବର୍ଷ ହେଲା ତାଙ୍କ ପ୍ରୋଫାଇଲ୍ ଏବଂ ଆକାଉଣ୍ଟ ବିଶ୍ୱରେ ଏକ ସବୁଠୁ ଏନଗେଜିଂ ଆକାଉଣ୍ଟ ରହିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ […]

ଜାତୀୟ

NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: NCERT ବହି ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ! । “ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ବଡ଼ ଷଡ଼ଯନ୍ତ୍ର ବୋଲି କଡ଼ା ମତ ରଖିଲେ ସୁପ୍ରିମକୋର୍ଟ । ଏହାସହ ଶିକ୍ଷା ବିଭାଗ ଓ NCERT ନିର୍ଦ୍ଦେଶକଙ୍କୁ କାରଣ ଦର୍ଶାଅ ନୋଟିସ୍ ହୋଇଛି । ନ୍ୟାୟପାଳିକା ବିରୋଧରେ ଅପପ୍ରଚାର ଅଭିଯୋଗରେ ସୁପ୍ରିମକୋର୍ଟ ଆଜି ଏକ ଐତିହାସିକ ଓ କଡ଼ା ନିଷ୍ପତ୍ତି ଶୁଣାଇଛନ୍ତି । NCERT ଦ୍ୱାରା ପ୍ରକାଶିତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ବହିରେ “ନ୍ୟାୟପାଳିକାରେ ଦୁର୍ନୀତି” ଶୀର୍ଷକ ଏକ […]

ଜାତୀୟ

ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ ।  ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କଳିଙ୍ଗ ଶୈଳୀରେ ନିର୍ମିତ ହେବ ନୂଆ ‘ଓଡ଼ିଶା ଭବନ’ । ଚାଣକ୍ୟପୁରୀସ୍ଥିତ କୌଟିଲ୍ୟ ମାର୍ଗଠାରେ ନୂତନ ଓଡ଼ିଶା ଭବନର ହେଲା ଶିଳାନ୍ୟାସ । ପୂର୍ବରୁ ଥିବା ପୁରୁଣା ବିଲ୍ଡିଂଟି ଅସୁରକ୍ଷିତ ଘୋଷିତ ହେବା ପରେ ତାହାକୁ ଭାଙ୍ଗି ଦିଆଯାଇଥିଲା। ସେହି ସ୍ଥାନରେ ଏକ ଅତ୍ୟାଧୁନିକ ଓ ଓଡ଼ିଶାର କଳା-ସଂସ୍କୃତିର ଝଲକ ଥିବା ନୂଆ ଭବନ ନିର୍ମାଣ ହେବାକୁ ଯାଉଛି […]

ଜାତୀୟ

ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି ଚଳାଇଥିବା ଜଣାପଡିଛି । କନ୍ୟାର ପେଟରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ବାରଣାସୀସ୍ଥିତ ଏକ ହସପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଛି । ଆରତୀ କୁମାର ଓ ତାଙ୍କ […]

ଜାତୀୟ

ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି

ନୂଆଦିଲ୍ଲୀ: ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି । ଇସ୍ରାଏଲକୁ ଦେଲେ ବନ୍ଧୁତାର ବର୍ତ୍ତା । କହିଲେ ଭାରତ-ଇସ୍ରାଏଲର ଐତିହାସିକ ସଂପର୍କ କଥା । ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗସ୍ତର ପ୍ରଥମ ଦିନ ଇସ୍ରାଏଲ ସଂସଦକୁ ସମ୍ବୋଧିତ କରିଛନ୍ତି । ଏହା ତାଙ୍କ ପାଇଁ ସମ୍ମାନ ବୋଲି କହିଛନ୍ତି ମୋଦି । ଏକ ପୁରାତନ ସଭ୍ୟତା ଅନ୍ୟ ଏକ ପୁରାତନ ସଭ୍ୟତାକୁ ସମ୍ବୋଧନ କରୁଛି। ଇସ୍ରାଏଲ୍ ସଂସଦକୁ ସମ୍ବୋଧିତ […]

LOKA SAMACHAR @2026. All Rights Reserved || Developed By CBSPL