ଜାତୀୟ

ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ନିର୍ମାଣ ହେବ ନୂଆ ଓଡ଼ିଶା ଭବନ ।  ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କଳିଙ୍ଗ ଶୈଳୀରେ ନିର୍ମିତ ହେବ ନୂଆ ‘ଓଡ଼ିଶା ଭବନ’ । ଚାଣକ୍ୟପୁରୀସ୍ଥିତ କୌଟିଲ୍ୟ ମାର୍ଗଠାରେ ନୂତନ ଓଡ଼ିଶା ଭବନର ହେଲା ଶିଳାନ୍ୟାସ । ପୂର୍ବରୁ ଥିବା ପୁରୁଣା ବିଲ୍ଡିଂଟି ଅସୁରକ୍ଷିତ ଘୋଷିତ ହେବା ପରେ ତାହାକୁ ଭାଙ୍ଗି ଦିଆଯାଇଥିଲା। ସେହି ସ୍ଥାନରେ ଏକ ଅତ୍ୟାଧୁନିକ ଓ ଓଡ଼ିଶାର କଳା-ସଂସ୍କୃତିର ଝଲକ ଥିବା ନୂଆ ଭବନ ନିର୍ମାଣ ହେବାକୁ ଯାଉଛି […]

ଜାତୀୟ

ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ବିହାର: ବିବାହ ମଣ୍ଡପରେ କନ୍ୟାଙ୍କୁ ଗୁଳି । ଅଭିଯୁକ୍ତ ପ୍ରେମିକ ଫେରାର। ବିହାର ବକସର ସହରରେ ଘଟିଛି ଏଭଳି ଅଘଟଣ । ମଙ୍ଗଳବାର ଏକ ବିବାହ ଉତ୍ସବ ଆୟୋଜିତ ହେଉଥିବାବେଳେ ଜଣେ ବ୍ୟକ୍ତି ହଠାତ ମଣ୍ଡପ ଉପରକୁ ଆସି କନ୍ୟାକୁ ଗୁଳି ଚଳାଇଥିବା ଜଣାପଡିଛି । କନ୍ୟାର ପେଟରେ ଗୁଳି ବାଜିଛି । ଗୁରୁତର ଅବସ୍ଥାରେ ବାରଣାସୀସ୍ଥିତ ଏକ ହସପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଛି । ଆରତୀ କୁମାର ଓ ତାଙ୍କ […]

ଜାତୀୟ

ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି

ନୂଆଦିଲ୍ଲୀ: ଇସ୍ରାଏଲ ସଂସଦରେ ଆତଙ୍କବାଦ ବିରୋଧରେ ଗର୍ଜିଲେ ମୋଦି । ଇସ୍ରାଏଲକୁ ଦେଲେ ବନ୍ଧୁତାର ବର୍ତ୍ତା । କହିଲେ ଭାରତ-ଇସ୍ରାଏଲର ଐତିହାସିକ ସଂପର୍କ କଥା । ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଗସ୍ତର ପ୍ରଥମ ଦିନ ଇସ୍ରାଏଲ ସଂସଦକୁ ସମ୍ବୋଧିତ କରିଛନ୍ତି । ଏହା ତାଙ୍କ ପାଇଁ ସମ୍ମାନ ବୋଲି କହିଛନ୍ତି ମୋଦି । ଏକ ପୁରାତନ ସଭ୍ୟତା ଅନ୍ୟ ଏକ ପୁରାତନ ସଭ୍ୟତାକୁ ସମ୍ବୋଧନ କରୁଛି। ଇସ୍ରାଏଲ୍ ସଂସଦକୁ ସମ୍ବୋଧିତ […]

ଓଡ଼ିଶା

ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ପରଲୋକ

କଟକ : କଟକ ଜିଲ୍ଲା ଚୌଦ୍ୱାର ନିବାସୀ ପଦ୍ମଶ୍ରୀ ଉତ୍ସବ ଚରଣ ଦାସଙ୍କ ଆଜି ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ଚୌଦ୍ୱାରର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ବେଳେ ଆଜି ଭୋର୍ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି। ସେ ଏକାଧାରରେ ଜଣେ ନାଟ୍ୟକାର, ସଂଗୀତଜ୍ଞ, ଓ ଜଣେ ଭଲ ନୃତ୍ୟଶିଳ୍ପୀ ଥିଲେ। ଓଡ଼ିଆ ସଂସ୍କୃତି ଓ ପାରମ୍ପରିକ ଲୋକ କଳାର ଯେତେବେଳେ ଧିରେଧିରେ ଆଦର କମିଯାଉଥିଲା […]

ଓଡ଼ିଶା

ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ଆଜିଠୁ ଦୋଳଉତ୍ସବ ଆରମ୍ଭ

ପୁରୀ : ଫଗୁ ଦଶମୀ ଲାଗି ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି । ଆଜିଠୁ ଶ୍ରୀମନ୍ଦିରରେ ଏକ ସପ୍ତାହ ଧରି ଦୋଳଉତ୍ସବ ମଧ୍ୟ ଆରମ୍ଭ ହେବ । ଫଗୁ ଦଶମୀରେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ସ୍ୱତନ୍ତ୍ର ବିମାନରେ ବସି ଶ୍ରୀଜଗନ୍ନାଥ ବଲ୍ଲଭ ମଠକୁ ବିଜେ କରିବେ । ସେଠାରେ ଅବିର ଓ ଫଗୁ ଲାଗି କରାଯିବ । ଫଗୁ ଦଶମୀ ଅବସରରେ ମହାପ୍ରଭୁଙ୍କ ଚାଚେରୀ […]

ଓଡ଼ିଶା

ପୋଲିସ ଗୁଳିରେ ଟଳିଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି : ପୋଲିସ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ। ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀ ନିହତ । ଘଟଣାସ୍ଥଳରୁ SLR, INSAS ଏବଂ ବାର ବୋର ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ସୁରକ୍ଷାକର୍ମୀ । ସେପଟେ ନାରାୟଣପୁର ଜିଲ୍ଲାର କୁମୁରାଡି ଜଙ୍ଗଲ ITBP ଯବାନଙ୍କ ମାଓ ଦମନ ଅପରେସନ ବେଳେ […]

ଓଡ଼ିଶା

ମଣ୍ଡି ନିର୍ଯାତନା, ପ୍ରାଣ ହରାଇଲେ ଚାଷୀ

କେନ୍ଦ୍ରାପଡ଼ା : ମଣ୍ଡି ନିର୍ଯାତନା, ଆଖି ବୁଜିଲେ ଚାଷୀ । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ଜୁଣଗଡି ଗାଁରେ ଚାଷୀ ତ୍ରିଲୋଚନ ନାୟକ ସରକାରୀ ମଣ୍ଡି ନିର୍ଯାତନା ସହି ନପାରି ଶେଷରେ ଆଖି ବୁଜି ଥିବା ଅଭିଯୋଗ ହୋଇଛି । ତ୍ରିଲୋଚନଙ୍କ ଜାନୁଆରୀ ୧୬ରେ ଧାନ ସଂଗ୍ରହ ପାଇଁ ମେସେଜ ଆସିଥିଲା । ମଣ୍ଡି ପରିବର୍ତ୍ତେ ମିଲ କୁ ଧାନ ନେବାକୁ ସମବାୟ ସମିତି ସମ୍ପାଦକ କହିବା ପରେ ମିଲକୁ ଧାନ ନେଇ ଯାଇଥିଲେ । ରାମଚଣ୍ଡୀ ମିଲରେ […]

ଓଡ଼ିଶା

ବ୍ରହ୍ମପୁର ଓଭରବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୫ ଜୀବନ

ବ୍ରହ୍ମପୁର : ବ୍ରହ୍ମପୁର ହଳଦିଆପଦର ଓଭରବ୍ରିଜରେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟଣା । ଘଟଣାର ସରଜମିନ ତଦନ୍ତ ପାଇଁ ହଳଦିଆପଦର ଓଭରବ୍ରିଜରେ ପହଞ୍ଚିଲେ ଉଚ୍ଚସ୍ତରୀୟ ବୈଷୟିକ ଟିମ୍ । ଓଭରବ୍ରିଜ ନିର୍ମାଣରେ ହୋଇଥିବା ତ୍ରୁଟିର ତଦନ୍ତ କରୁଛନ୍ତି ଟିମ୍ । ବ୍ରିଜର ପିଲର୍, କଂକ୍ରିଟ ଗଠନ, ଜଏଣ୍ଟ ପଏଣ୍ଟ ସହ ଡିଜାଇନକୁ ନେଇ ସମୀକ୍ଷା କରିବେ ବୈଷୟିକ ଟିମ୍ । ଟିମରେ ପୂର୍ତ୍ତ ବିଭାଗର ବହୁ ବରିଷ୍ଠ ଅଧିକାରୀଙ୍କ ସହ ରେଲୱେ ବିଭାଗର ବରିଷ୍ଠ ଅଧିକାରୀ ସାମିଲ […]

ଓଡ଼ିଶା

ରାଜ୍ୟସଭା ନିର୍ବାଚନ ପାଇଁ ୬ ସେଟ୍ ଫର୍ମ ନେଲା ବିଜେଡି

ଭୁବନେଶ୍ବର:ରାଜ୍ୟସଭା ନାମାଙ୍କନ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳକସରତ ଆରମ୍ଭ କରିଦେଇଛନ୍ତି । ଖୁବଶୀଘ୍ର ରାଜ୍ୟସଭା ନେଇ ପ୍ରାର୍ଥୀ ଘୋଷଣା କରିବ ବୋଲି ବିଜେପି କହିଥିବା ବେଳେ ରାଜ୍ୟସଭା ନିର୍ବାଚନ ପାଇଁ ଫର୍ମ ନେଇଛି ବିଜେଡି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ୬ ସେଟ୍ ଫର୍ମ ନେଇଛନ୍ତି । ସେପଟେ ଗୁରୁବାର ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ […]

ଓଡ଼ିଶା

ସଡ଼କ ଦୁର୍ଘଟଣାରେ ଶଳା ଓ ଭିଣୋଇ ମୃତ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଶଳା ଓ ଭିଣୋଇ ମୃତ । ତୁରେକେଲା ଥାନା ବୁଢ଼ିବାହାଲ ଗାଁ ନିକଟରେ ବୁଲାଣି ରେ ବାଇକ ଦୁର୍ଘଟଣା ୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଡୁମେରଚୁଆଁ ଗାଁର ହରେଶ ମାଝୀ ଓ ତାଙ୍କ ଶଳା ବେଦ ପୂଝାରୀ । ତୁରେକେଲା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତୁରେକେଲା ପୋଲିସ ଘଟଣା ସ୍ଥଳରେ ପହଞ୍ଚି […]

LOKA SAMACHAR @2026. All Rights Reserved || Developed By CBSPL