ଶଙ୍ଖ ଛାଡି ପଦ୍ମ ଧରିବେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପୁଅ ଓ ପରିବାର
ଭୁବନେଶ୍ୱର: ଆସ୍ତେ ଆସ୍ତେ ଭୁଶୁଡିଛି ବିଜେଡି ଗଡ଼। ବିଜେପିରେ ଯୋଗଦେବେ ଭୋଗରାଇର ପୂର୍ବତନ ବିଧାୟକ ତଥା ପ୍ରାକ୍ତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ। ବିଜେଡି ଛାଡି ବିଜେପିରେ ମିଶିବେ ଦିବଙ୍ଗତ ନେତା ଅନନ୍ତ ଦାସଙ୍କ ପରିବାର। ଏହା ବିଜେଡିକୁ ବଡ଼ ଝଟ୍କା। ଏନେଇ ଅଭିଜିତ ଦାସ କହିଛନ୍ତି, ମୁଁ ଓ ମୋର ପରିବାର ବିଜେପିରେ ସାମିଲ ହେବୁ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତିଙ୍କ ସହ ଆଲୋଚନା ସରିଛି ଏବଂ ଖୁବଶୀଘ୍ର ସେ ବିଜେପିରେ ଔପଚାରିକ ଭାବେ […]














