୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ, ଶନିବାର ପିଏମ୍ ମୋଦୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା !
ନୂଆଦିଲ୍ଲୀ : ୭ ବର୍ଷ ପରେ ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ । ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଦ୍ୱିପାକ୍ଷିକ ଆଲୋଚନାର ସମ୍ଭାବନା ରହିଛି। ୧୨ ଓ ୧୩ ରେ ନୂଆଦିଲ୍ଲୀରେ ହେଉଥିବା ୧୮ତମ BRICS ଶିଖର ସମ୍ମିଳନୀ ଅବସରରେ ଦୁଇ ନେତା ପରସ୍ପରକୁ ଭେଟିବେ। ୨୦୨୦ର ଗଲୱାନ ସଂଘର୍ଷ ପରେ ଭାରତ ମାଟିରେ ଏହା ମୋଦି ଓ ଜିନପିଙ୍ଗଙ୍କ ପ୍ରଥମ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବ। ୨୦୨୦ ଜୁନ୍ ୧୫ରେ ପୂର୍ବ ଲଦାଖର […]














