ବିଜେଡି ଛାଡ଼ି ବିଜେପିରେ ହେଲେ ସାମିଲ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା
ଭୁବନେଶ୍ୱର: ବିକାଶର ଅନ୍ୟନାମ ବିଜେପି ଓଡ଼ିଶା ପ୍ରଦେଶର ୭୮ବର୍ଷର ଶାସନ ବ୍ୟବସ୍ଥା ପରିବର୍ତନ ପରେ ବିଜେପି ଏକାକୀ ସରକାର ଗଠନ କରି ଗତ ୧୮ମାସ ମଧ୍ୟରେ ଜନସାଧାରଣଙ୍କ ବିଶ୍ୱାସଭାଜନ ହୋଇପାରିଛି। ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ଅନେକ ଜନହିତକାରି, ଗରିବ କଲ୍ୟାଣକାରୀ, ଜନକଲ୍ୟାଣକାରୀ, ସର୍ବବ୍ୟାପି, ସର୍ବସ୍ପର୍ଶୀ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି କଳାହାଣ୍ଡି ଜିଲ୍ଲାର ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ବିଜେପିରେ ସାମିଲ ହୋଇଛନ୍ତି। ଆଜି ଏହି […]













