‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ବର୍ତ୍ତମାନ ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି। ୨୦୩୬ ସୁଦ୍ଧା ଆମେ ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ରଖିଥିବାବେଳେ କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ତେବେ ଉନ୍ନତ ଭିତ୍ତିଭୂମି ବିନା ବିକଶିତ ରାଜ୍ୟ ତଥା ବିକଶିତ ଦେଶ ଗଠନର ସ୍ୱପ୍ନ ପୂରଣ କେବେ ବି ସମ୍ଭବ ନୁହେଁ। ତେଣୁ ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ ଏବଂ […]













