ଓଡ଼ିଶା

ସାତମାରି ପାହାଡରେ ମାଓକ୍ୟାମ୍ପ, କମ୍ବିଂ ଅପରେସନ ଜାରି

ନୂଆପଡ଼ା : ମାଓ ଦମନ ଅଭିଯାନରେ ବଡ଼ ସଫଳତା ।  ପାହାଡ଼ରୁ ଠାବ ହେଲା ମାଓକ୍ୟାମ୍ପ ।  ଛତିଶଗଡ଼ ଗରିଆବନ୍ଧ ଜିଲ୍ଲା ମେନପୁର ଥାନା ସାତମାରି ପାହାଡରେ ମାଓକ୍ୟାମ୍ପ ଠାବ ହୋଇଛି ।  ନୂଆପଡ଼ା ଡିଭିଜନ ମାଓ ସଂଗଠନ ଦ୍ଵାରା ମାଟିତଳେ ବନ୍ଧୁକ ଓ ବିସ୍ଫୋରକ ସାମଗ୍ରୀ ଲୁଚାଇଥିବା ଖବର ଜଣାପଡ଼ିଥିଲା। ସାତମାରି ପାହାଡ଼ରେ ମାଓକ୍ୟାମ୍ପ ନେଇ ଗୁଇନ୍ଦା ସୂଚନା ମିଳିଥିଲା ।  ସୂଚନା ପରେ ଗରିଆବନ୍ଧ ଜିଲ୍ଲା ଇ-୩୦ ପୁଲିସ ଟିମ୍ ପକ୍ଷରୁ ପାହାଡ଼ରେ ସର୍ଚ୍ଚ ଅପରେସନ […]

ଓଡ଼ିଶା

ଆସନ୍ତାକାଲିଠୁ CBSE ଦଶମ ଓ ଦ୍ବାଦଶ ପରୀକ୍ଷା, ପ୍ରଥମ ବୋର୍ଡ଼ ବାଧ୍ୟତାମୂଳକ

ଭୁବନେଶ୍ୱର : ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ ଓ ଦ୍ବାଦଶ ପରୀକ୍ଷା । ସ୍କୁଲ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ପାଇଁ CBSE ପକ୍ଷରୁ ଆଡଭାଇଜରୀ । ସକାଳ ୧୦ଟା ପୂର୍ବରୁ ପରୀକ୍ଷାକେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦିଆଯାଇଛି । ୧୦ଟା ୩୦ରେ ଆରମ୍ଭ ହେବ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ଛାତ୍ରଛାତ୍ରୀ ଚାହିଁଲେ ଦ୍ଵିତୀୟ ବୋର୍ଡ ପରୀକ୍ଷା ଦେଇପାରିବେ । ତେବେ ପ୍ରଥମ ବୋର୍ଡ […]

ଓଡ଼ିଶା

କଳାହାଣ୍ଡି ଓ ରାୟଗଡା ଜିଲ୍ଲାର ୩୦୦୦ ରୁ ଅଧିକ ଗ୍ରାମକୁ ପାନୀୟ ଜଳ ଯୋଗାଇବ ବେଦାନ୍ତ, ହେବ ଅତ୍ୟାଧୁନିକ ଜଳ ବିଶୋଧନାଗାର

ରାୟଗଡ଼ା : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଏହାର ‘ଜଳ, ପରିମଳ ଏବଂ ସ୍ୱଚ୍ଛତା’ (ୱାଶ) ପଦକ୍ଷେପ ମାଧ୍ୟମରେ ଓଡ଼ିଶାର କଳାହାଣ୍ଡି ଏବଂ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଅତ୍ୟାଧୁନିକ ଜଳ ବିଶୋଧନ ବ୍ୟବସ୍ଥା ସହିତ ସୌର-ଚାଳିତ ନଳକୂପ ସ୍ଥାପନ କରି ଗୋଷ୍ଠୀ ସ୍ୱାସ୍ଥ୍ୟ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରିଛି। ଚୁଲବାଡି, ସୁଙ୍ଗେର, ଧାମନଘାଟି, ଡୁମେରପାଦର, ସାଗବାରୀ, ଲଦାଖମାନ ଏବଂ ସିୟାଡିମାଲରେ ଅବସ୍ଥିତ ଏହି ଜଳେଯାଗାଣ ବ୍ୟବସ୍ଥା ୩୦୦୦ ରୁ ଅଧିକ ଗ୍ରାମବାସୀଙ୍କୁ ସ୍ୱଚ୍ଛ ଏବଂ […]

ଓଡ଼ିଶା

୨୦୨୬-୨୭ ପାଇଁ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ

ଭୁବନେଶ୍ୱର : ୨୦୨୬-୨୭ରେ ୩.୨୦ ଲକ୍ଷ କୋଟି ଛୁଇଁପାରେ ବଜେଟ୍ ବ୍ୟୟ ବରାଦ ।  ନିଯୁକ୍ତି ଓ ଭିତ୍ତିଭୂମି ଉପରେ ରହିବ ନଜର ।  କାଲି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଫେବ୍ରୁଆରୀ ୨୦ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ସରକାରୀ ତଥ୍ୟ ଅନୁଯାୟୀ, ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାର ବଜେଟ୍ ଆକାର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି । ରାଜସ୍ୱ ବୃଦ୍ଧି ଏବଂ […]

ଓଡ଼ିଶା

ବାଉନ୍ସରଙ୍କ ପାଇଁ ବାରରେ ବଢୁଛି ଆକ୍ରମଣ, ଏଣିକି ଏକ୍ସାଇଜ ଓ ପୋଲିସ ଟିମ୍ କରିବେ ଜଏଣ୍ଟ ରେଡ

ଭୁବନେଶ୍ୱର : ବାରରେ ଅବକାରୀ ଅଧିକାରୀଙ୍କୁ ଆକ୍ରମଣ ଘଟଣା । ବାରରେ ବାଉନ୍ସରଙ୍କ ପାଇଁ ବଢୁଛି ଆକ୍ରମଣ । ଏଣିକି ଜଏଣ୍ଟ ରେଡ କରିବେ ଏକ୍ସାଇଜ ଓ ପୋଲିସ ଟିମ୍ । ବାଉନ୍ସର୍ ବଦଳରେ ରହିବେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ । ପୂର୍ବରୁ ଲାଗୁ ପାଇଁ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଥିଲା । ସୂଚନା ଦେଇଛନ୍ତି ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲ କହିଛନ୍ତି । ପସେରା ଆକ୍ଟ ଆଧାରରେ ସ୍ବୀକୃତିପ୍ରାପ୍ତ ସିକ୍ୟୁରିଟି ଗାର୍ଡ ନିୟୋଜିତ ହେବେ। ବାଉନ୍ସର୍ […]

ଓଡ଼ିଶା

ବଜେଟ୍ ଅଧିବେଶନ ବେଳେ ଜଗିବେ ବ୍ଲାକ କମାଣ୍ଡୋ, କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା

ଭୁବନେଶ୍ୱର : ଏଥର ବିଧାନସଭା ଜଗିବେ ବ୍ଲାକ କମାଣ୍ଡୋ । ଚଳିତ ବଜେଟ୍ ଅଧିବେଶନ ବେଳେ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା । ତ୍ରିସ୍ତରିୟ ସୁରକ୍ଷା ବ୍ୟବସ୍ଥା ହୋଇଛି । ଜଗିବେ ୩୪ ପ୍ଲାଟୁନ ପୋଲିସ ଫୋର୍ସ । ଗୋଟିଏ ସ୍ପେସାଲ୍ ଟାକ୍ଟିକାଲ ୟୁନିଟ୍ ନିୟୋଜିତ ହେବେ ।  ୮ଜଣ ଅତିରିକ୍ତ ଡିସିପି ଙ୍କ ସହ ୨୪ଜଣ ଏସିପି, ୨୭ଜଣ ଇନସ୍ପେକ୍ଟର ଓ ୧୧୦ ଜଣ ଏସଆଇ ଓ ଏସଆଇ ସହ ୫୫ଜଣ ମହିଳା କନଷ୍ଟେବଳ ସୁରକ୍ଷାରେ […]

Uncategorized

ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ, ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ

ରାଜନଗର: ଦୀର୍ଘ ୩ ମାସ ପରେ ସ୍ବଭାବିକ ହେଲା ଅଙ୍ଗନବାଡ଼ି କେନ୍ଦ୍ର । ନୂଆଗାଁରେ ଜାତିପ୍ରଥା ପରମ୍ପରାର ପଡିଲା ପୂର୍ଣ୍ଣଛେଦ ।  ୩ ମାସ ପରେ ଅଙ୍ଗନବାଡି କେନ୍ଦ୍ରକୁ ଆସିଲେ ଛାତ୍ରଛାତ୍ରୀ ।  ପିଲା ପହଂଚିବା ପରେ ସ୍ୱଭାବିକ ହେଲା ଅଙ୍ଗନବାଡି କେନ୍ଦ୍ର । ରାଜନଗର ନୂଆଗାଁ ଅଙ୍ଗନବାଡି କେନ୍ଦ୍ରରେ ଜାତିପ୍ରଥାକୁ ନେଇ ଦୀର୍ଘ ତିନିମାସ ଧରି ବନ୍ଦ ରହିଥିଲା ଅଙ୍ଗନବାଡି କେନ୍ଦ୍ର । ଗତ ୧୪ ତାରିଖରେ ଶିଶୁ ସୁରକ୍ଷା ଆୟୋଗଙ୍କ ସମେତ ସମସ୍ତ ପ୍ରଶାସନିକ ଅଧିକାରୀ […]

ଓଡ଼ିଶା

ଜଳପ୍ରପାତରେ ବୁଡ଼ି SI ନିଖୋଜ

କୋରାପୁଟ: ଜଳପ୍ରପାତରେ ବୁଡ଼ି SI ନିଖୋଜ । କୋରାପୁଟ ଜିଲ୍ଲା କୋଟପାଡ଼ ଗୁଲୁମୀ ଜଳପ୍ରପାତରେ ଅଘଟଣ ଘଟିଛି । ନିଖୋଜ ଏସଆଇ ହେଲେ ଛତିଶଗଡ଼ ନଗରନାର ଥାନାର ଆକାଶ ଚୌଧୁରୀ । ଗତକାଲି ୫ଜଣ ପିକନିକ୍ କରିବାକୁ ଆସିଥିଲେ । ସେମାନଙ୍କ ମଧ୍ୟରୁ ଆକାଶ ଚୌଧୁରୀ ଜଳପ୍ରପାତରେ ବୁଡିଯାଇଥିଲେ । ଏପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନି । କୋଟପାଡ ଅଗ୍ନିଶମବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଓଡ଼ିଶା

ଚିନ୍ତା ବଢାଇଲାଣି କିଡନୀ ରୋଗ, ଦୁଇ ତିନି ବର୍ଷରେ ଗଲାଣି ୫୦ରୁ ଅଧିକ ଜୀବନ

ହିଞ୍ଜିଳିକାଟୁ: ଚିନ୍ତା ବଢାଇଲାଣି କିଡନୀ ରୋଗ । ଗାଁ କୁ ଗାଁ ବ୍ୟାପୁଛି । ଅକାଳରେ ଚାଲିଯାଉଛି ଲୋକଙ୍କ ଜୀବନ । ଅନେକ ଲୋକ କିଡନୀ ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁର ବାଟ କୁ ଚାହିଁ ବସିଛନ୍ତି ।  ମହାମାରୀ ରୂପ ନେଇ ବ୍ୟାପିବାକୁ ଲାଗିଛି ଏହି କିଡନୀ ରୋଗ । ଗଂଜାମ ଜିଲ୍ଲା ଶେରଗଡ଼ ବ୍ଲକର ପଥରପୁଞ୍ଜି ଗାଁରେ କିଡନୀ ରୋଗ ବଢିବା ଘଟଣା ସାମ୍ନାକୁ ଆସିଥିବା ବେଳେ ପୁଣି ଆଉ ଗୋଟିଏ ଗାଁରୁ ଆସିଛି ସମାନ […]

ଓଡ଼ିଶା

ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି, ଭୁବନେଶ୍ୱରର ହେବ ଆଇଟି ହବ୍

ଭୁବନେଶ୍ବର: ଆହୁରି ସୁଦୃଢ଼ ହେବ ରାଜ୍ୟର ଅର୍ଥନୀତି । ଭୁବନେଶ୍ୱରର ହେବ ଆଇଟି ହବ । କଟକ, ଭୁବନେଶ୍ୱର, ପୁରୀ, ପାରାଦୀପ କୁ ନେଇ ପ୍ରସ୍ତୁତ ହେଉଛି ଏକୋନମି ରିଜିୟନ୍ । କେନ୍ଦ୍ର ସରକାରଙ୍କ ବଜେଟରେ ଏହାକୁ ସ୍ଥାନ ଦିଆଯାଇଛି । ଓଡ଼ିଶାକୁ ଆର୍ଥିକ ସ୍ତରରେ ଅଧିକ ସୁଦୃଢ କରିବ । ଏଥିପାଇଁ କେନ୍ଦ୍ର ବଜେଟରେ ୫ ହଜାର କୋଟି ଟଙ୍କାର ବ୍ୟବସ୍ଥା ହୋଇଛି । ସ୍ମାର୍ଟ ସିଟି ଯୋଜନା ସହ ସେମି କଣ୍ଡକ୍ଟର ଆଦି ପ୍ରକଳ୍ପ ରାଜ୍ୟର […]

LOKA SAMACHAR @2026. All Rights Reserved || Developed By CBSPL