ପ୍ରସିଦ୍ଧ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଦେହାନ୍ତ
କଟକ : ଚାଲିଗଲେ ଆଉ ଜଣେ ସୁନାମଧନ୍ୟ ଓଡ଼ିଆ କଣ୍ଠଶିଳ୍ପୀ । କିଛି ଦିନ ତଳେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ହଠାତ୍ ତାଙ୍କର ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା । ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ସେହିଠାରେ ଆଜି ସନ୍ଧ୍ୟା ୬.୧୮ ମିନିଟରେ ତାଙ୍କର ଦେହାନ୍ତ ହୋଇଥିବା ପରିବାର ଲୋକଙ୍କ ସୂତ୍ରରୁ ଜଣାପଡ଼ିଛି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଉଥିଲା । ହେଲେ ହାର ମାନିଗଲେ ଡାକ୍ତର […]













