୩ ମାସ ମଧ୍ୟରେ ରତ୍ନଭଣ୍ଡାର ଗଣତିମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପାଇଁ ହାଇକୋର୍ଟଙ୍କ ୩ ମାସର ଡେଡ୍ ଲାଇନ । ୧୯୭୮ର ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହିପରି ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ ବିଧାନସଭାରେ ଉପସ୍ଥାପନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ହାଇକୋର୍ଟ ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ସମ୍ପୂର୍ଣ୍ଣ […]













