ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ୍ ଉପସ୍ଥାପନ କଲେ ଯୋଗୀ
ନୂଆଦିଲ୍ଲୀ : ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଆଜି ତାଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ୍ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍ ହେଉଛି ଯୋଗୀ ସରକାରଙ୍କ ଦଶମ ବଜେଟ୍। ଅର୍ଥମନ୍ତ୍ରୀ ଭାବରେ ସୁରେଶ ଖାନ୍ନା ସକାଳ ୧୧ଟାରେ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କହିଛନ୍ତି, “ଗତ ନଅ ବର୍ଷ ମଧ୍ୟରେ ଉତ୍ତର ପ୍ରଦେଶ ନିଜର ଧାରଣା ପରିବର୍ତ୍ତନ କରିବା ପାଇଁ ପ୍ରୟାସ କରିଛି। ଏହି ବଜେଟ୍ ସେହି ଭାବନାକୁ ପ୍ରତିନିଧିତ୍ୱ କରେ। […]












