ହାଇଓ୍ବା ଧକ୍କାରେ ଦୁଇ ମୃତ, ଜଣେ ଗୁରୁତର
କଲମପୁର : ଜୟପାଟଣା ମୋଟେର ମୁଖ୍ୟ ରାସ୍ତାର ଦୁଲକିବନ୍ଧ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହାଇଓ୍ବା ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଜଣେ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜୟପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ କଲମପୁର ଥାନା ଅନ୍ତର୍ଗତ ଭେଜିଗୁଡା ଗାଁର ଶକ୍ତି ମାଝୀ, ବିପିନ ମାଝୀ ଏବଂ ବାସୁଦେବ ମାଝୀ ନାମକ ୩ ଯୁବକ ଏକ ବାଇକ୍ ଯୋଗେ ଜୟପାଟଣା ମୋଟେର ମୁଖ୍ୟ […]












