ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ
ଅନୁଗୁଳ : ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ । ସୁସୁଡା ସ୍ଥିତ ବାସଭବନରେ ରେଡ୍ କରୁଛି ଭିଜିଲାନ୍ସ । ଗତକଲି ସୁବ୍ରତଙ୍କ ମାରାଥନ୍ ଜେରା ପରେ ଛଡାଯାଇଥିଲା । ଆଜି ୩ଟି ଟିମ୍ ରେଡ୍ କରୁଛନ୍ତି । ନିଜ ଦରମା ବଢ଼ାଇ ରାଜକୋଷରୁ ପ୍ରାୟ ଅଢେଇ ଲକ୍ଷ ଟଙ୍କା ଲୁଟି ନେଇଥିଲେ ସୁବ୍ରତ । ଏହାସହ ଅନେକ ଡାକ୍ତରଙ୍କୁ ବି ଚୁନା ଲଗାଇଛନ୍ତି […]













