ପାର୍ଲାମେଣ୍ଟ ସହ ରାଜଧାନୀର ୯ ସ୍କୁଲକୁ ବୋମା ଧମକ
ନୂଆଦିଲ୍ଲୀ: ପାର୍ଲାମେଣ୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ । ଆସନ୍ତା ୧୩ ତାରିଖରେ ବୋମାରେ ଉଡ଼ାଇବାକୁ ଧମକ । ଦିନ ୧ଟା ୧୧ ମିନିଟରେ ବିସ୍ଫୋରଣ କରିବାକୁ ଧମକ । ଦିଲ୍ଲୀର ବିଭିନ୍ନ ସ୍କୁଲକୁ କି ମିଳିଛି ବୋମାରେ ଉଡ଼ାଇବାକୁ ଧମକ । ସଂସଦ ଭବନ ସହ ଆଉ ୯ଟି ସ୍କୁଲକୁ ବି ଆସିଛି ବୋମା ଧମକ। ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ବୋମା ଧମକ। ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ରେ ଉଲ୍ଲେଖ ରହିଛି। ବୋମା ଧମକ […]













