ଜାତୀୟ

ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ, ଖଲିସ୍ତାନୀ ସଂଗଠନ ପଠାଇଥିବା ଆଶଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ । ଧମକ ମିଳିବା ପରେ ଆତଙ୍କ ଖେଳିଯାଇଛି । ସକାଳ ୮.୩୯ରେ ଦିଲ୍ଲୀ ବିଧାନସଭା ସ୍ପିକରଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । ଦିଲ୍ଲୀ ବିଧାନସଭା ପରିସରକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଥିଲା । ଇମେଲ ମିଳିବା ପରେ ପୋଲିସ ସର୍ଚ୍ଚ ଅପରେସନ ଜାରି ରଖିଛି । ଖବର ମୁତାବକ, ଦିଲ୍ଲୀ ବିଧାନସଭାକୁ ସକାଳ ୮.୩୯ ସମୟରେ ବାଚସ୍ପତିଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । […]

ଜାତୀୟ

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ, ୭ ଗୁରୁତର

ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩ ବର୍ଷର ଶିଶୁ ସମେତ ୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ ସୂଚନା ମୁତାବକ, ମଧ୍ୟପ୍ରଦେଶର ବାଲାଘାଟ ଜିଲ୍ଲାର କିରଣାପୁର ଓ ଲାଞ୍ଜି ତହସିଲ ଅଞ୍ଚଳର ବିଭିନ୍ନ […]

ଜାତୀୟ

କମିବ ପେଟ୍ରୋଲ ଓ ଡିଜେଲ ଦର, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ଟ୍ରମ୍ପଙ୍କ ପ୍ରତିଶ୍ରୁତି

ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି । ଯଦି ତେଲ ଦର ଟ୍ରମ୍ପଙ୍କ ଯୋଜନା ଅନୁଯାୟୀ କମେ, ତେବେ ଏହାର ପ୍ରଭାବ ପେଟ୍ରୋଲ ଓ ଡିଜେଲ ଦର ଉପରେ ମଧ୍ୟ ପଡ଼ିପାରେ । ମଙ୍ଗଳବାର ଆମେରିକାର ହୋଲସେଲ୍ RBOB ଗ୍ୟାସୋଲିନର ଦର ପ୍ରତି […]

ଜାତୀୟ

ଲେବାନନ ଉପରେ ଇସ୍ରାଏଲର ଆକ୍ରମଣ, ୭ ମୃତ

ନୂଆଦିଲ୍ଲୀ: ଗତ ୩ ଦିନ ଧରି ଦକ୍ଷିଣ ଲେବାନନରେ ଇସ୍ରାଏଲୀ ସେନାର ଲଗାତାର ଆକ୍ରମଣ ଜାରି ରହିଛି । ଏହି ଆକ୍ରମଣରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୬୯ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଶିଶୁ, ମହିଳା ଏବଂ ମେଡିକାଲ ଷ୍ଟାଫ୍‌ ମଧ୍ୟ ରହିଛନ୍ତି । ଲେବାନନର ପବ୍ଲିକ୍ ହେଲ୍ଥ ଏମର୍ଜେନ୍ସି ଅପରେସନ୍ସ ସେଣ୍ଟର ପକ୍ଷରୁ ସୋମବାର ଏହି ସୂଚନା ଦିଆଯାଇଛି । ସେଣ୍ଟରର ତଥ୍ୟ ଅନୁସାରେ, ମାର୍ଚ୍ଚ ୨ […]

ଜାତୀୟ

ମୋଦୀଙ୍କ ମୁମ୍ବାଇ ଗସ୍ତ ବେଳେ ବଡ଼ ଧରଣର ସୁରକ୍ଷା ତ୍ରୁଟି, ପିଏମଓର ନକଲି ପରିଚୟପତ୍ର ଓ ବନ୍ଧୁକ ଜବତ, ୨ସନ୍ଦିଗ୍ଧ ଗିରଫ

ମୁମ୍ବାଇ : ମୁମ୍ବାଇରେ ବାନ୍ଦ୍ରା-କୁର୍ଲା କମ୍ପ୍ଲେକ୍ସ (BKC)ସ୍ଥିତ ନୀତା ଅମ୍ବାନୀ କଲ୍ଚରାଲ୍ ସେଣ୍ଟରରୁ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି । ପିଏମ୍ ମୋଦିଙ୍କ କାର୍ଯ୍ୟକ୍ରମ ଥିବା ବେଳେ ସେଠାରୁ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ଅଟକ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ସହ ଥିବା ବଡିଗାର୍ଡଙ୍କ ନିକଟରୁ ଏକ ବନ୍ଧୁକ ମିଳିଥିବା ସୂଚନା ମିଳିଛି । ଖବର ମୁତାବକ, ଅଟକ ହୋଇଥିବା ୨୪ ବର୍ଷୀୟ ଯୁବକଙ୍କ ନାମ ରୋହନ ପାରେଖ ବୋଲି ସୂଚନା ମିଳିଛି । ସେ […]

ଜାତୀୟ

ବନ୍ଦ ହେଲା ଆଇଫିଲ୍ ଟାୱାର? ମହିଳା କର୍ମଚାରୀଙ୍କୁ ନେଇ ବିବାଦ

ପ୍ୟାରିସ୍‌: ବିଶ୍ୱପ୍ରସିଦ୍ଧ ଆଇଫିଲ୍ ଟାୱାରକୁ ନେଇ ଫ୍ରାନ୍ସରେ ଏବେ ବଡ଼ ବିବାଦ ଦେଖାଦେଇଛି। ଏକ ହିନ୍ଦୁ ଧାର୍ମିକ ପ୍ରତିନିଧି ଦଳର ଘରୋଇ ଗସ୍ତକୁ ନେଇ କର୍ମଚାରୀଙ୍କ ପ୍ରତିବାଦ ଯୋଗୁ ସୋମବାର ଟାୱାର ଖୋଲିବାରେ ବିଳମ୍ବ ହୋଇଥିଲା। ବିବାଦର କେନ୍ଦ୍ରରେ ରହିଛି ବୋଚାସନବାସୀ ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସଂସ୍ଥା (BAPS) ସହ ଜଡ଼ିତ ପ୍ରାୟ ୧୦୦ ଜଣିଆ ପ୍ରତିନିଧି ଦଳର ଶନିବାର ଗସ୍ତ। ଟ୍ରେଡ୍‌ ୟୁନିଅନ୍‌ର ଅଭିଯୋଗ ଅନୁସାରେ, ଦଳଟି ଆଇଫିଲ୍ ଟାୱାର ପରିଦର୍ଶନ କରିବା ସମୟରେ ମହିଳା […]

ଓଡ଼ିଶା

ଦିନ ଦିପହରେ ବ୍ୟାଙ୍କରୁ ଲୁଟି ନେଲେ ୧୦ ଲକ୍ଷରୁ ଅଧିକ ଟଙ୍କା, ମ୍ୟାନେଜର ଗୁରୁତର

ଜଳେଶ୍ୱର : ଦିନ ଦ୍ବିପହରରେ ବ୍ୟାଙ୍କ  ଭିତରେ ପଶି ୧୦ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ ।  ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଖପରାପଦା ଓଡିଶା ଗ୍ରାମ୍ଯ ବ୍ୟାଙ୍କ ଶାଖାରୁ ଲୁଟ ଅଭିଯୋଗ ହୋଇଛି। ବନ୍ଧୁକ ଏବଂ ବିଭିନ୍ନ ମାରଣାସ୍ତ୍ର ଦେଖାଇବା ସହ ବ୍ଯାଙ୍କର ମ୍ଯାନେଜର ଏବଂ କର୍ମଚାରୀଙ୍କୁ ମାଡ ମାରି କ୍ଯାସ କାଉଣ୍ଟରରୁ ଟଙ୍କା ଲୁଟ ।  ଗୋଟିଏ ବୋଲେରୋରେ ୮ ଜଣ ଦୁର୍ବୃତ୍ତ ଗ୍ରାହକ ବେଶରେ ଆସି ଲୁଟ କରିଥିବା ସୂଚନା । ଗୁରୁତର […]

ଓଡ଼ିଶା

୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଅର୍ଥ ହଡ଼ପ, ୩ ଗିରଫ

କଟକ : ୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଟଙ୍କା ହଡ଼ପ, ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ। ବୃଦ୍ଧବୃଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ସାମାଜିକ ସୁରକ୍ଷା ପେନସନ୍ ଟଙ୍କା ହଡ଼ପ ଅଭିଯୋଗରେ ଭୋଗରାଇ ବ୍ଲକର ୩ ପଞ୍ଚାୟତସ୍ତରୀୟ ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ । ଅଭିଯୁକ୍ତମାନେ ହେଲେ କଖରା ଗ୍ରାମ ପଞ୍ଚାୟତର ପୂର୍ବତନ ପିଇଓ ତଥା ବର୍ତ୍ତମାନ କୁସୁଡ଼ା ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ସୁବ୍ରତ କୁମାର ପତି, କୁମ୍ଭାରମୁଳି ଗ୍ରାମ ପଞ୍ଚାୟତର ପୂର୍ବତନ ପିଇଓ ଚିତ୍ତରଞ୍ଜନ ବାଗସିଂ ଏବଂ ଜଳେଶ୍ୱରପୁର […]

ଓଡ଼ିଶା

୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ନିର୍ଦ୍ଦେଶ, ଯାଞ୍ଚ ପାଇଁ ସ୍ବତନ୍ତ୍ର କମିଟି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରରେ କେତେ ସୁରକ୍ଷିତ ବିଭିନ୍ନ ବିଲ୍ଡିଂ । ଦିଲ୍ଲୀ PG ଟ୍ରାଜେଡି ପରେ ରାଜଧାନୀରେ ଭଙ୍ଗାଯିବ ଅସୁରକ୍ଷିତ କୋଠା । ଅସୁରକ୍ଷିତ ବିଲ୍ଡିଙ୍ଗ ଯାଞ୍ଚ କରିବାକୁ ଗଠନ ହୋଇଛି ସ୍ବତନ୍ତ୍ର କମିଟି । ୧୫ ଦିନ ଭିତରେ ରିପୋର୍ଟ ଦେବ କମିଟି । ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରୁଥିବା କୋଠା ବିରୋଧରେ କାର୍ଯ୍ୟାନୁଷ୍ଠାନ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । […]

ଓଡ଼ିଶା

କରେଣ୍ଟ ଲାଗି ଗଲା ମାଆ-ଝିଅଙ୍କ ଜୀବନ, ନ୍ୟାୟ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ପରିବାର ଲୋକେ

କଳାହାଣ୍ଡି : ବିଦ୍ୟୁତ ଆଘାତରେ ଗଲା ମାଆ-ଝିଅଙ୍କ ଜୀବନ । କଳାହାଣ୍ଡି ସଦର ଥାନା କାର୍ଲାସୋଡା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଲଳିତା ନାୟକ ଓ ଝିଅ ଶତଳ ନାଏକ। ମୃତଦେହ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଲେ ପରିବାର । ନ୍ୟାୟ ଦାବିରେ କାର୍ଯ୍ୟାଳୟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସୂଚନା ଅନୁସାରେ, ଝିଅ ଶୀତଳ ନାଏକ ଲୁଗା ଶୁଖାଇବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ଝିଅକୁ ବଞ୍ଚାଇବାକୁ ଯାଇଥିବାବେଳେ ମାଆ […]

LOKA SAMACHAR @2026. All Rights Reserved || Developed By CBSPL