ଅଗ୍ନି-୩ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କଲା ଭାରତ
ନୂଆଦିଲ୍ଲୀ: ପ୍ରତିରକ୍ଷା ପ୍ରସ୍ତୁତିକୁ ଆହୁରି ମଜବୁତ କରି, ଭାରତ ଅଗ୍ନି-୩ ମଧ୍ୟବର୍ତ୍ତୀ-ଦୂରବର୍ତ୍ତୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ଏହି ପରୀକ୍ଷଣ ଓଡ଼ିଶାର ଚାନ୍ଦିପୁରରେ ଥିବା ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରୁ କରାଯାଇଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ପରୀକ୍ଷଣ ସମ୍ପୂର୍ଣ୍ଣ ସଫଳ ହୋଇଥିଲା, କ୍ଷେପଣାସ୍ତ୍ରଟି ସଫଳତାର ସହ ଏହାର ସମସ୍ତ ଲକ୍ଷ୍ୟକୁ ଟାର୍ଗେଟ କରିଥିଲା। ଏହା ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡ ((SFC) ର ତତ୍ତ୍ୱାବଧାନରେ କରାଯାଇଥିଲା। ଉତ୍କ୍ଷେପଣ ପରେ, କ୍ଷେପଣାସ୍ତ୍ରଟି ସଠିକ୍ ଦିଗରେ ଉଡ଼ିଥିଲା ଏବଂ […]













