ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ; ଜଳିଗଲା NDMC ଗୋଦାମ
ନୂଅଦିଲ୍ଲୀ: ଶୁକ୍ରବାର ସନ୍ଧ୍ୟାରେ ଦିଲ୍ଲୀ ସଫଦରଜଙ୍ଗ ଫ୍ଲାଏଓଭର ନିକଟରେ NDMC ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର ତୀବ୍ରତା ଏତେ ମାତ୍ରାରେ ଥିଲା ଯେ, ୨୦ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ ବୋଲି ଅଧିକାରୀ କହିଛନ୍ତି । ଦିଲ୍ଲୀ ପୁଲିସ ଘଟଣା ସମ୍ପର୍କରେ କହିଛି ଯେ, ପ୍ରାଚୀନ ଶିବ ମନ୍ଦିର ନିକଟରେ ଥିବା ଗୋଦାମରେ ଅଗ୍ନିକାଣ୍ଡ ସମ୍ପର୍କରେ ସନ୍ଧ୍ୟା ୬ଟା ସମୟରେ ସ୍ଥାନୀୟ ଲୋକଙ୍କଠାରୁ ସୂଚନା ପାଇଥିଲେ । ସୂଚନା […]













