ଅନୁରାଗଙ୍କୁ ସୁପ୍ରିମ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
ନୂଆଦିଲ୍ଲୀ : ବିଜେପି ସାଂସଦ ତଥା ପୂର୍ବତନ ବିସିସିଆଇ ସଭାପତି ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ଏବେ ସେ ପୁଣି ଥରେ ବିସିସିଆଇକୁ ଫେରିପାରିବେ ଓ କ୍ରିକେଟ୍ ପରିଚାଳନା ବ୍ୟାପାରର ସଂପୃକ୍ତ ହୋଇପାରିବେ ବୋଲି କୋର୍ଟ ଅନୁମତି ଦେଇଛନ୍ତି । ୨୦୧୭ରେ ସୁପ୍ରିମକୋର୍ଟ ଏକ ରାୟ ଦେଇ ଅନୁରାଗଙ୍କୁ ବିସିସିଆଇର ବ୍ୟାପାରରୁ ଦୂରେଇ ରହିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି ନିଷେଧାଜ୍ଞା ହଟାଇବାକୁ ସେ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ଗୁରୁବାର ମୁଖ୍ୟ ବିଚାରପତି ଜଷ୍ଟିସ୍ […]













