ଓଡ଼ିଶା ଜାତୀୟ ସାପ୍ତାହିକ

ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ସ୍ମାରକପତ୍ର ପ୍ରଦାନ

୯ ଫେବୃଆରୀକୁ ବନ୍ଧକ ଶ୍ରମିକ ଉଚ୍ଛେଦ ଦିବସ ଭାବରେ ପାଳନ କରିବାକୁ ସରକାରଙ୍କୁ ଅନୁରୋଧ – ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କୁ ସ୍ମାରକପତ୍ର ପ୍ରଦାନ। ଭୁବନେଶ୍ୱର, ୨୨ ଅଗଷ୍ଟ, ରାଜ୍ୟ ପଞ୍ଚାୟତିରାଜ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ରବିନାରାୟଣ ନାଏକ ଶୁକ୍ରବାର କହିଛନ୍ତି ଯେ ରାଜ୍ୟ ସରକାର ଫେବୃଆରୀ ୯ ତାରିଖକୁ ବନ୍ଧକ ଶ୍ରମିକ ଉଚ୍ଛେଦ ଦିବସ ଭାବରେ ଘୋଷଣା କରିବା ପାଇଁ ନାଗରିକ ସମାଜ ପ୍ରସ୍ତାବ ଉପରେ ବିଚାର କରିବେ କାରଣ ଏହି ଦିନଟି […]

ଖୋର୍ଦ୍ଧା ଭୁବନେଶ୍ୱର

ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ ରେ ଭୁବନେଶ୍ବର ହାଇ ଆର୍ଲଟ

ଭୁବନେଶ୍ବରରେ ଆୟୋଜିତ ହେବାକୁଥିବା ଡିଜିପି ସମ୍ମିଳନୀକୁ ଆତଙ୍କବାଦୀ ଧମକ ମିଳିଛି। ଖଲିସ୍ତାନୀ ଆତଙ୍କବାଦୀ ପନ୍‌ନୁ ଧମକ ଦେଇଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ସେ ଧମକ ଦେଇଛନ୍ତି। ସମ୍ମିଳନୀ ପଣ୍ଡ କରିବାକୁ ଭିଡିଓ ବାର୍ତ୍ତାରେ ସେ ଧମକ ଦେଇଛନ୍ତି ଧମକ ମିଳିବା ପରେ ଓଡିଶା ପୁଲିସ ହାଇ ଆର୍ଲଟରେ ରହିଛି। ଏନେଇ କମିଶନରେଟ ପୁଲିସର ପ୍ରତିକ୍ରିୟା ମିଳିପାରିନାହିଁ। ସେହିପରି ପୁଲିସ କମିସନର ସୁରେଶ ଦେବଦତ୍ତ ପ୍ରେସମିଟ୍ କରି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିବା ପାଇଁ ନିର୍ଦ୍ଦେଶ […]

ଖୋର୍ଦ୍ଧା ଭୁବନେଶ୍ୱର ରାଜ୍ୟର ପ୍ରମୁଖ ସହର

ଖଲିକୋଟ ବିଧାୟକଙ୍କ କାର୍ ଦୁର୍ଘଟଣାଗ୍ରସ୍ତ, ଦୁଇ ଅଟୋ ଯାତ୍ରୀ ଆହତ

ଖୋର୍ଦ୍ଧା: ୧୬ ନମ୍ବର ଜାତୀୟ ରାଜପଥ ବଡ଼ ପୋଖରୀଆ ଛକ ନିକଟରେ ଖଲିକୋଟ ବିଧାୟକଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ବସିଥିଲେ। ଅଟୋକୁ ପଛ ପଟୁ ଧକ୍କା ଦେଇଥିଲା ବିଧାୟକଙ୍କ କାର୍। ବିଧାୟକ ଭୁବନେଶ୍ୱର ଯାଉଥିଲେ। କିନ୍ତୁ ବିଧାୟକଙ୍କର କୌଣସି କ୍ଷତି ହୋଇନଥିବା ଜଣାଯାଇଛି। ଅଟୋରେ ବସିଥିବା ଦୁଇ ଯାତ୍ରୀ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ଏକ ଅଟୋକୁ ପଛ ପଟୁ ଧକ୍କା ଦେଇଥିଲା ବିଧାୟକଙ୍କ କାର୍। ବିଧାୟକ ଭୁବନେଶ୍ୱର ଯାଉଥିଲେ। କିନ୍ତୁ […]

LOKA SAMACHAR @2026. All Rights Reserved || Developed By CBSPL